• Latest
  • Trending
ଅପରେସନ୍ ସିନ୍ଦୂର ହେଉଛି ନ୍ୟାୟ ପାଇଁ ଏକ ଅଟଳ ପ୍ରତିଜ୍ଞା

ଅପରେସନ୍ ସିନ୍ଦୂର ହେଉଛି ନ୍ୟାୟ ପାଇଁ ଏକ ଅଟଳ ପ୍ରତିଜ୍ଞା

May-13-2025 11:45 AM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଅପରେସନ୍ ସିନ୍ଦୂର ହେଉଛି ନ୍ୟାୟ ପାଇଁ ଏକ ଅଟଳ ପ୍ରତିଜ୍ଞା

by newsroom
May-13-2025 11:45 AM IST
in ଦେଶ ବିଦେଶ
0
ଅପରେସନ୍ ସିନ୍ଦୂର ହେଉଛି ନ୍ୟାୟ ପାଇଁ ଏକ ଅଟଳ ପ୍ରତିଜ୍ଞା
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସ ପରିଦର୍ଶନ କରି ଭାରତୀୟ ବାୟୁସେନାର ସୈନିକମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଅପରେଶନ ସିନ୍ଦୁରର ସଫଳତା ପାଇଁ ଯବାନମାନଙ୍କ ସାହସିକତା ଓ ନିଷ୍ଠାକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏହି ଅପରେଶନ ଗତ ଏପ୍ରିଲ ୨୨ ତାରିଖରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଆରମ୍ଭ ହୋଇଥିଲା, ଯେଉଁଥିରେ ୨୬ ଜଣ ନିରୀହ ଲୋକ ପ୍ରାଣ ହରାଇଥିଲେ।

ତେବେ ମୋଦି କହିଛନ୍ତି, “ଅପରେଶନ ସିନ୍ଦୂର କେବଳ ଏକ ନାମ ନୁହେଁ, ଏହା ଭାରତର ଦୃଢ଼ ସଂକଳ୍ପର ପ୍ରତୀକ। ଆପଣମାନେ ନିଖୁଣ ଭାବେ ଆତଙ୍କବାଦୀ ଠିକଣାଗୁଡ଼ିକୁ ଧ୍ବଂସ କରି ଦେଶର ଗୌରବକୁ ନୂଆ ଉଚ୍ଚତାରେ ପହଞ୍ଚାଇଛନ୍ତି।” ସେ ଆହୁରି କହିଛନ୍ତି ଯେ, ଭାରତୀୟ ସେନା ପାକିସ୍ତାନର ଡ୍ରୋନ ଓ ମିସାଇଲ ଆକ୍ରମଣକୁ ସଫଳତାର ସହ ପ୍ରତିହତ କରିଛି, ଯାହା ମେ ୯ ଓ ୧୦ ତାରିଖ ରାତିରେ ଆଦମପୁର ଏୟାରବେସ ଉପରେ ହୋଇଥିଲା।
ପୂର୍ବରୁ ପାକିସ୍ତାନ କହୁଥିଲା ଅନେକ ମିଛି । ସୋସିଆଲ ମିଡିଆରେ ଫେକ୍ ନିଉଜ ପ୍ରଚାର କରାଯାଉଥିଲା । ସୋସିଆଲ ମିଡିଆରେ ପ୍ରଚାରିତ ଖବରକୁ ନେଇ ପାକିସ୍ତାନ ତାହାକୁ ବିଶ୍ବ ସମୂଦାୟକୁ ଜଣାଉଛନ୍ତି ।
ପାକିସ୍ତାନ କହିଥିଲା କି ଚାଇନା ନିର୍ମିତ ଜେଏଫ-୧୭ ଦ୍ବାରା ଭାରତର ଆଦମପୁର ଏୟାରବେସକୁ ପାକିସ୍ତାନ ଉଡାଇ ଦେଇଛି ଆଉ ରୁଷିଆ ନିର୍ମିତି ଏସ-୪୦୦ ସୁଦର୍ଶନ ଚକ୍ରକୁ ନଷ୍ଟ କରିଦେଇଛି । ପାକିସ୍ତାନ ମିଛ ପ୍ରଚାର କରିଥିବା ବେଳେ କୌଣସି ପ୍ରମାଣ ଦେଇ ପାରି ନଥିଲା । ଆଉ ପରେ ଭାରତ ପକ୍ଷରୁ ଏହାର ସ୍ପଷ୍ଟୀକରଣ ଦିଆଯାଇ ପାକିସ୍ତାନ ମିଛ କହୁଛି କହି ଓଲଟା ପାକିସ୍ତାନର ଏୟାରବେସ୍ ଉଡାଇ ଦିଆଯାଇଥିଲା ।

ଆଉ ଆଜି ଖୋଜ୍ ପ୍ରଧାନମନ୍ତ୍ରୀ ମୋଦୀ ପଞ୍ଜାବ ଆଦମପୁର ଏୟାରବେସ୍ ଯାଇ ସତ କଣ ମିଛ କଣ ସାମ୍ନାକୁ ଆଣିଛନ୍ତି । ପାକିସ୍ତାନର ଗୁଜବ ଉପରେ ପ୍ରଧାନମନ୍ତ୍ରୀ ପ୍ରହାର ପକାଇଛନ୍ତି । ଆଉ ତାଙ୍କ ଗସ୍ତ ପରେ ଆଦମପୁର ଏୟାରବେସ ପୂରା ସୁରକ୍ଷିତ ଥିବା ଜଣାପଡିଥିବା ବେଳେ ଏହା ସ୍ପଷ୍ଟ ହୋଇଗଲା ଯେ ପାକିସ୍ତାନ ସମ୍ପୂର୍ଣ୍ଣ ଭାବେ ମିଥ୍ୟା କହୁଥିଲା । ଭାରତର ଲଢୁଆ ବିମାନ ମିଗ୍-୨୯ ର ବେସ୍ ହେଉଛି ଏହି ଏୟାରବେସ୍ ।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
January 15, 2026, 6:50 AM
 
NNW
Fog
13°C
0.9 m/s
Apparent: 16°C
Pressure: 1015 mb
Humidity: 91%
Winds: 0.9 m/s NNW
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom