• Latest
  • Trending
ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶରୁ ନିଲମ୍ବନ କରାଗଲା କାହିଁକି ?

ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶରୁ ନିଲମ୍ବନ କରାଗଲା କାହିଁକି ?

Sep-19-2025 11:37 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Thursday, March 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶରୁ ନିଲମ୍ବନ କରାଗଲା କାହିଁକି ?

by M M
Sep-19-2025 11:37 PM IST
in ବଡ଼ ଖବର, ରାଜ୍ୟ
0
ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶରୁ ନିଲମ୍ବନ କରାଗଲା କାହିଁକି ?
492
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶାରୁ ନିଲମ୍ବନ କରିଛି। ପରିଷଦର ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀଙ୍କ ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ, ଅର୍ଚ୍ଚନା ଆଇନଜୀବୀ ଭାବେ ପଞ୍ଜୀକରଣ ବେଳେ ମିଥ୍ୟା ତଥ୍ୟ ଦେଇଥିଲେ। ଅନେକ ଫ୍ରଡ୍ ମାମଲା ତାଙ୍କ ନାମରେ ରହିଛି । ଅପରାଧିକ ମାମଲା ଥିବାବେଳେ ନିଜେ ଓକିଲ ହୋଇ ଚର୍ଚାରେ ଥିଲେ ଅର୍ଚ୍ଚନା । ଏବେ କିନ୍ତୁ ଆଉ ସେ ଓକିଲାତି କରିପାରିବେ ନାହିଁ ।

ସେ ତାଙ୍କ ବିରୁଦ୍ଧରେ ଥିବା ଫୌଜଦାରୀ ମାମଲା ଓ ଦୁଇଟି କମ୍ପାନିର ନିର୍ଦ୍ଦେଶକ ଥିବା ତଥ୍ୟ ଗୋପନ ରଖିଥିଲେ। ପଞ୍ଜୀକରଣ ଫର୍ମରେ ସେ ଦାବି କରିଥିଲେ ଯେ ତାଙ୍କ ବିରୁଦ୍ଧରେ କୌଣସି ମାମଲା ନାହିଁ ଓ ସେ କୌଣସି ବ୍ୟବସାୟରେ ସଂପୃକ୍ତ ନାହାନ୍ତି। ଏହା ଭାରତୀୟ ଅଧିବକ୍ତା ନିୟମ ୧୯୬୧ର ଉଲ୍ଲଂଘନ ବୋଲି ବିବେଚନା କରାଯାଇଛି। ୧୪ ସେପ୍ଟେମ୍ବର ୨୦୨୫ରେ ପରିଷଦର ବୈଠକରେ ଅର୍ଚ୍ଚନାଙ୍କୁ ନିଲମ୍ବନ କରାଯିବା ସହ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ହୋଇଛି। ଏହି ଘଟଣା ଆଇନଜୀବୀ ପେଶାର ନୈତିକତା ଓ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେଇଛି।

ଇତି ମଧ୍ୟରେ ହସ୍ତଗତ ହୋଇଥିବା ତଥ୍ୟରୁ ଜଣାଯାଇଅଛି କି ସେ ଦୁଇଟି କମ୍ପାନିର ନିର୍ଦ୍ଦେଶକ ଅଛନ୍ତି। ଏ ସମସ୍ତ ବିଷୟରେ ଆଇନଜୀବୀ ପାଇଁ ପଞ୍ଜୀକରଣ ସମୟରେ ନିର୍ଦ୍ଧାରିତ ଫର୍ମ ବିଷୟରେ ସୂଚନା ନିମନ୍ତେ ପ୍ରାବଧାନ ଥିବ ସତ୍ତ୍ୱେ ସମ୍ପୃକ୍ତ ଵ୍ୟକ୍ତି ସମସ୍ତ ବିନ୍ଦୁରେ ନାସ୍ତିସୂଚକ ସୂଚନା ଦେଇ ଏହା ପ୍ରମାଣ କରିଛନ୍ତି ଯେ ସେ ପ୍ରକୃତ ତଥ୍ୟ ପ୍ରଦାନ ନ କରି ମିଥ୍ୟାର ଆଶ୍ରୟ ନେଇ ଆଇନଜୀବୀ ପରିଷଦରେ ଧୂର୍ତ୍ତତା ତଥା ଭଣ୍ଡାମୀର ଆଶ୍ରୟ ନେଇ ନିଜକୁ ଆଇନଜୀବୀ ଭାବରେ ପଞ୍ଜିକରଣ କରାଇନେଇଛନ୍ତି।

ଏହା ଭାରତୀୟ ଅଧିବକ୍ତା ନିୟମ ୧୯୬୧ର ବିରୁଦ୍ଧାଚରଣ କରିବା ସହିତ ଆଇନଜୀବୀ ପରିଷଦ ଯାହାକି ଆଇନ ଶିକ୍ଷା ଓ ଆଇନ ପେଶାର ସର୍ବୋଚ୍ଚନିୟାମକ ସଂସ୍ଥା ତା ବିରୁଦ୍ଧରେ ଠକାମିର ଆଶ୍ରୟ ନେଇଛନ୍ତି। ଏହିସବୁ ବିଷୟ ଗୁରୁତର ସହିତ ଗ୍ରହଣ କରି ବାର କାଉନସିଲ ଗତ ତା ୧୪.୦୯.୨୦୨୫ ରିଖ ରେ ହୋଇଥିବା ସାଧାରଣ ବୈଠକରେ ସମ୍ପୃକ୍ତ ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶାରୁ ନିଲମ୍ବନ କରାଯିବା ସହିତ ତାଙ୍କ ବିରୁଦ୍ଧରେ ବିହିତ ଶୃଙ୍ଖଳାଗତ କାଯ୍ୟନୁଷ୍ଠାନ ନିମନ୍ତେ ନିଷ୍ପତ୍ତି ନିଆଯାଇଛି।

Share197Tweet123
M M

M M

ଆଜିର ପାଗ

Bhubaneswar
March 12, 2026, 9:48 PM
 
S
Partly cloudy
26°C
3 m/s
Apparent: 29°C
Pressure: 1009 mb
Humidity: 87%
Winds: 3 m/s S
Windgusts: 9.3 m/s
UV-Index: 0
Precip.: 0mm /3% / Rain
Sunrise: 5:57 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom