• Latest
  • Trending
ଆମ ସଂସ୍କୃତିକୁ ରୁଦ୍ଧିମନ୍ତ କରିଛନ୍ତି ମହର୍ଷି ବାଲ୍ମିକୀ: ମନମୋହନ ସାମଲ

ଆମ ସଂସ୍କୃତିକୁ ରୁଦ୍ଧିମନ୍ତ କରିଛନ୍ତି ମହର୍ଷି ବାଲ୍ମିକୀ: ମନମୋହନ ସାମଲ

Oct-07-2025 12:19 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Thursday, March 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆମ ସଂସ୍କୃତିକୁ ରୁଦ୍ଧିମନ୍ତ କରିଛନ୍ତି ମହର୍ଷି ବାଲ୍ମିକୀ: ମନମୋହନ ସାମଲ

by M M
Oct-07-2025 12:19 PM IST
in ବଡ଼ ଖବର
0
ଆମ ସଂସ୍କୃତିକୁ ରୁଦ୍ଧିମନ୍ତ କରିଛନ୍ତି ମହର୍ଷି ବାଲ୍ମିକୀ: ମନମୋହନ ସାମଲ
491
SHARES
1.4k
VIEWS
Share on FacebookShare on Twitter

ଆଜି ହେଉଛି ଆଦି କବି ମହର୍ଷି ବାଲି୍ମକୀଙ୍କ ଜନ୍ମଜୟନ୍ତୀ । ମହର୍ଷୀ ବାଲ୍ମିକୀଙ୍କ ଦ୍ୱାରା ରଚନା କରାଯାଇଥିବା ମହାନ୍ ଗ୍ରନ୍ଥ ରାମାୟଣ କେବଳ ଏକ ବିଷୟ ନୁହେଁ, ଏହା ହେଉଛି ପରମ୍ପରା ଓ ସଂସ୍କୃତିର ଅଦ୍ୱିତୀୟ ସମନ୍ୱୟ । ଏହା ହେଉଛି ଆମ ସମସ୍ତ ଜୀବନଧାରାର ଅଂଶବିଶେଷ । ସମାଜରେ ଯେତେବେଳେ କୌଣସି ବିଷୟକୁ ନେଇ ନିରାଶ ଭାବେ ଆସେ ସେତେବେଳେ ଆମେ ରାମାୟଣର କଥା ମନେପକାଉ । ରାମାୟଣ ହେଉଛି ଆମ ସମସ୍ତଙ୍କ ପ୍ରେରଣାର ଉତ୍ସ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଆଦି କବି ମହର୍ଷି ବାଲି୍ମକୀଙ୍କ ଜୟନ୍ତ୍ରୀ ପାଳନ ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ସାମଲ କହିଛନ୍ତି ଯେ, ରାମ ରାଜ୍ୟ କିପରି ଆସିବ ସେବିଷୟରେ ମହର୍ଷି ବାଲ୍ମକୀ ପ୍ରାଞ୍ଜଳ ଭାବେ ବର୍ଣ୍ଣନା କରିଥିଲେ । ତ୍ୟାଗ, ନିଷ୍ଠା, କଠିନ ପରିଶ୍ରମର ପରିସୀମା କେତେ, ସମାଜରେ ଯିଏ ସୁଧାର କରିବ ତାର କର୍ତବ୍ୟ କ’ଣ ସେ ବିଷୟରେ ମହର୍ଷି ବାଲ୍ମିକୀ ରାମାୟଣ ମାଧ୍ୟମରେ ଉଲ୍ଲେଖ କରି ଆମ ସଂସ୍କୃତିକୁ ରୁଦ୍ଧିମନ୍ତ କରିଛନ୍ତି । ଆଜି ମନୁଷ୍ୟ ନିଜର ଆଶା ପୂରଣ କରି ନ ପାରିଲେ ଦୁଃଖୀ ହୋଇଯାଉଛି । ନକରାତ୍ମକ ଚିନ୍ତାଧାରା ପରିତ୍ୟାଗ କରି ସକରାତ୍ମକ ଚିନ୍ତା କଲେ ନିରାଶ ଭାବ ଦୂରହୋଇପାରିବ ବୋଲି ମହର୍ଷି ବାଲ୍ମିକୀ ଶିକ୍ଷା ଦେଇଛନ୍ତି । ସେ ସମାଜ ପାଇଁ ଯାହା ଦେଇଛନ୍ତି ତାହା ଯୁଗଯୁଗ ପାଇଁ ଲିପିବଦ୍ଧ ହୋଇରହିବ । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସଂଘର୍ଷ କରିପାରିଲେ ଅସମ୍ଭବ ବି ସମ୍ଭବ ହୋଇପାରିବ ବୋଲି ଶ୍ରୀ ସାମଲ କହିଛନ୍ତି ।
ଅନ୍ୟମାନଙ୍କ ବିଷୟରେ ଏହି କାର୍ଯ୍ୟକ୍ରମରେ ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ବିଧାୟକ ଛବି ମଲ୍ଲିକ, ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମଲ୍ଲିକ, ଅନୁସୂଚିତ ଜାତି ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁଶାନ୍ତ ମଲ୍ଲିକ, ବରିଷ୍ଠ ନେତା ରଞ୍ଜନ ପଟେଲ ଓ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
March 5, 2026, 12:09 PM
 
N
Clear sky
33°C
1.5 m/s
Apparent: 29°C
Pressure: 1010 mb
Humidity: 93%
Winds: 1.5 m/s N
Windgusts: 8.3 m/s
UV-Index: 0
Precip.: 0mm /0% / Rain
Sunrise: 6:03 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom