• Latest
  • Trending
ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Sep-29-2025 01:29 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

by M M
Sep-29-2025 01:29 PM IST
in ବଡ଼ ଖବର
0
ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ-କଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ। ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 11, 2026, 11:55 AM
 
SSW
Partly cloudy
31°C
2.8 m/s
Apparent: 29°C
Pressure: 1013 mb
Humidity: 87%
Winds: 2.8 m/s SSW
Windgusts: 7.4 m/s
UV-Index: 0
Precip.: 0mm /18% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom