• Latest
  • Trending
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

by newsroom
June 19, 2025
in ବଡ଼ ଖବର, ମୁଖ୍ୟ ଖବର, ରାଜନୀତି
0
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ ପଟ୍ଟନାୟକ । ମୁମ୍ବାଇରେ ରହି ନବୀନ ଚିକିତ୍ସା କରିବେ । ମୁମ୍ବାଇରେ ଡାକ୍ତର ରମାକାନ୍ତ ପଣ୍ଡା ତାଙ୍କର ଚିକିତ୍ସା କରିବେ । ଶ୍ରୀଜଗନ୍ନାଥଙ୍କ କରୁଣା ତାଙ୍କ ପ୍ରତି ଅଛି ବୋଲି କହିଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର । ସେହିପରି ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାବାସୀ ନିଜର ପରିବାର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ ମୁଦୁଲି । ନବୀନ ବାବୁଙ୍କ ଦେହ ଖରାପ କଥା ଶୁଣି ଲୋକେ ଚିନ୍ତିତ ଅଛନ୍ତି । ସମସ୍ତେ ସେ ତୁରନ୍ତ ସୁସ୍ଥ ହୋଇ ଫେରନ୍ତୁ ବୋଲି ପ୍ରାର୍ଥନା କରୁଛନ୍ତି । ନବୀନ ପଟ୍ଟନାୟକଙ୍କ ପ୍ରତି ଓଡ଼ିଶାବାସୀଙ୍କ ଭଲ ପାଇବା ଅତୁଟ ରହିଛି । ସେ ବି ଓଡିଶାବାସୀଙ୍କୁ ନିଜର ପରିବାର ଭାବି କାମ କରୁଛନ୍ତି । ସେ କ୍ଷମତାରେ ଥାଆନ୍ତୁ କି ବିରୋଧୀ ଦଳରେ, ସବୁବେଳେ ଲୋକସେବାକୁ ଗୁରୁତ୍ବ ଦିଅନ୍ତି ବୋଲି କହିଛନ୍ତି ପ୍ରଶାନ୍ତ ମୁଦୁଲି ।

Share196Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 11:40 am
 

W
Overcast
29°C
1.3 m/s
Apparent: 33°C
Pressure: 998 mb
Humidity: 91%
Winds: 1.3 m/s W
Windgusts: 7.7 m/s
UV-Index: 0
Precip.: 0mm /50% / Rain
Sunrise: 5:12 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom