• Latest
  • Trending
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

June 19, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

by newsroom
June 19, 2025
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତାକାଲି ଜୁନ୍ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସୁଛନ୍ତି ଓଡ଼ିଶା । ରାଜଧାନୀ ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୂତୟନ କରାଯାଇଛି। ଟ୍ରାଫିକ୍ ଏବଂ ଭିଡ଼ ପରିଚାଳନା ପାଇଁ, ବିଭିନ୍ନ ଦିଗରୁ ଆସୁଥିବା ଯାନବାହାନ ପାଇଁ ନିର୍ଦ୍ଦିଷ୍ଟ ରୁଟ୍ ଏବଂ ପାର୍କିଂ ବ୍ୟବସ୍ଥା ସ୍ଥିର କରାଯାଇଛି। ରୋଡ୍ ସୋ ବିମାନବନ୍ଦରରୁ ଏଜି ସ୍କୋୟାର, ରାଜଭବନ ସ୍କୋୟାର, ଜୟଦେବ ବିହାର ଏବଂ ଅନ୍ୟାନ୍ୟ ପ୍ରମୁଖ ଅଞ୍ଚଳ ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ହେବ। ଅପରାହ୍ନ ୩ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି।
ଯାତ୍ରୀମାନଙ୍କୁ ପ୍ରଭାବିତ ଅଞ୍ଚଳଗୁଡ଼ିକୁ ଏଡାଇବାକୁ ଏବଂ ସେହି ଅନୁସାରେ ସେମାନଙ୍କ ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି। ସହରର ବିଭିନ୍ନ ସ୍ଥାନରେ ପାର୍କିଂ ସୁବିଧା ବ୍ୟବସ୍ଥା କରାଯାଇଛି।
ପୁଲିସ କମିସନର ସୁରେଶ ଚନ୍ଦ୍ର ଦେବଦତ୍ତ ସିଂହଙ୍କ ଅଧ୍ୟକ୍ଷତାରେ ଏକ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ପୁଲିସ କର୍ମଚାରୀ ଏବଂ ଅଧିକାରୀଙ୍କ ସହିତ ବିସ୍ତୃତ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରୀୟ ବାହିନୀ ଏବଂ ବୋମା ନିଷ୍କ୍ରିୟକାରୀ ଦଳ ମୁତୟନ ସମେତ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଡେପୁଟି କମିସନର ଅଫ୍ ପୁଲିସ (ଡିସିପି) ତଥା ପୁଲିସ ଅଧୀକ୍ଷକ (ଏସପି) ପଦର ୧୬ ଜଣ ଅଧିକାରୀ, ୩୩ ଜଣ ଅତିରିକ୍ତ ଡିସିପି, ୯୩ ଜଣ ସହକାରୀ ପୁଲିସ କମିସନର (ଏସିପି) ତଥା ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୁଲିସ (ଡିଏସପି), ୧୦୬ ଜଣ ଇନ୍ସପେକ୍ଟର, ୪୫୫ ଜଣ ସବ-ଇନ୍ସପେକ୍ଟର ଏବଂ ସହକାରୀ ସବ-ଇନ୍ସପେକ୍ଟର, ୧୮୯ ଜଣ ମହିଳା ପୁଲିସ କର୍ମଚାରୀ ଏବଂ ୨୯୧ ଜଣ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି।

Share196Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 10:32 am
 

W
Overcast
29°C
2.1 m/s
Apparent: 33°C
Pressure: 998 mb
Humidity: 91%
Winds: 2.1 m/s W
Windgusts: 7.7 m/s
UV-Index: 0
Precip.: 0mm /50% / Rain
Sunrise: 5:12 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom