• Latest
  • Trending
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

Sep-09-2025 11:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-08-2026 05:49 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

by M M
Sep-09-2025 11:21 AM IST
in ଦେଶ ବିଦେଶ
0
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ
491
SHARES
1.4k
VIEWS
Share on FacebookShare on Twitter

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମୋଟ ୭୮୧ ଜଣ ଭୋଟର ଅଛନ୍ତି। ଲୋକସଭାର ୫୪୨ ଜଣ ସଦସ୍ୟ ଏବଂ ରାଜ୍ୟସଭାର ୨୩୯ ଜଣ ସଦସ୍ୟ ସେମାନଙ୍କର ଭୋଟ୍ ଦେବେ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ଆରମ୍ଭ ହେବ।

ଦେଶର ୧୭ତମ ଉପରାଷ୍ଟ୍ରପତି ପଦ ପାଇଁ ଆଜି ସଂସଦ ଭବନରେ ମତଦାନ ଅନୁଷ୍ଠିତ ହେଉଛି। ଭୋଟଦାନ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୦ଟାରେ ପ୍ରଥମେ ଭୋଟ ଦେଇଥିଲେ। ଭୋଟଦାନ ଆରମ୍ଭ ହେବା ପୂର୍ବରୁ ସମସ୍ତ ଏନଡିଏ ସାଂସଦ ସକାଳ ୯.୩୦ରେ ଏକ ଜଳଖିଆ ବୈଠକରେ ଯୋଗ ଦେଇଥିଲେ। ଏହା ପରେ ମତଦାନ ଆରମ୍ଭ ହୋଇଥିଲା। ତେବେ ଏନ୍‌ଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହୋଇଛନ୍ତି।  ଲୋକସଭାର ୫୪୨ ଜଣ ସଦସ୍ୟ ଏବଂ ରାଜ୍ୟସଭାର ୨୩୯ ଜଣ ସଦସ୍ୟ ସେମାନଙ୍କର ଭୋଟ୍ ଦେବେ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ଆରମ୍ଭ ହେବ।

ଏପର୍ଯ୍ୟନ୍ତ ୫୨୮ ଜଣ ସାଂସଦ ସେମାନଙ୍କର ମତଦାନ କରିଥିବା ବେଳେ ୬୭ ପ୍ରତିଶତ ମତଦାନ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଶିବରାଜ ସିଂହ ଚୌହାନ ଭୋଟ ଦେଇଛନ୍ତି।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଭୋଟ ଦେଇଛନ୍ତି।
Share196Tweet123
M M

M M

ଆଜିର ପାଗ

Bhubaneswar
February 8, 2026, 9:54 AM
 
N
Partly cloudy
23°C
0.8 m/s
Apparent: 22°C
Pressure: 1015 mb
Humidity: 94%
Winds: 0.8 m/s N
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 8, 2026
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom