• Latest
  • Trending

କ’ଣ ରହିଛି ଆଜିର ରାଶିଫଳ

Dec-04-2025 12:25 PM IST
ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

May-13-2026 09:42 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Dec-04-2025 12:25 PM IST
in ଆପଣଙ୍କ ଭାଗ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ମେଷ: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ହେବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।

ବୃଷ: ପରିସ୍ଥିତି ଏଭଳି ହେବ ଯେ ପୂର୍ବ ଜିନିଷକୁ ଆପଣଙ୍କ ଆଗରେ ଆଣି ଛିଡ଼ା କରିଦେବ। ଆପଣଙ୍କ ଚିନ୍ତା ବଢ଼ିପାରେ।ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ: କୌଣସି ସମାଧାନ କରିବା ପୂର୍ବରୁ ବୁଝିସୁଝି କରନ୍ତୁ। ରାଜନୀତି ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ। ଜୀବନସାଥୀଙ୍କ ଠାରୁ ଯଥେଷ୍ଟ ପ୍ରେମ ପାଇବେ। ‌

କର୍କଟ: ନକାରାତ୍ମକ ଚିନ୍ତା ଆପଣଙ୍କ ମସ୍ତିଷ୍କରେ ଆସିବାକୁ ଦିଅନ୍ତୁ ନାହିଁ। ଧନଲାଭର ସମ୍ଭାବନା। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ବ୍ୟାଙ୍କରେ କାମ କରୁଥିବା ଲୋକଙ୍କୁ ଭଲ ଖବର ମିଳିବ।

ସିଂହ: ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ଶତ୍ରୁ ଆପଣଙ୍କ ଆଗରେ ନତ ମସ୍ତକ ହେବେ। ଜରୁରି କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଛାତ୍ରୀଙ୍କର ପଢ଼ାରେ ମନ ଲାଗିବ। ‌

କନ୍ୟା: ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବା ଯୋଗୁଁ ଆର୍ଥିକ ସ୍ଥିତିରେ ସୁଧାର ହେବ। ନୂଆ ବିଚାରକୁ ଖୋଲା ମନରେ ସ୍ବୀକାର କରନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ। ‌

ତୁଳା: ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। ଉଦରଜନିତ ପୀଡ଼ାରୁ ଆରାମ ପାଇବେ। ଜମି ଦଲାଲ ବକେୟା ଅର୍ଥ ପାଇବେ। ଘରକୁ ବନ୍ଧୁ ଆସିବେ। ‌ ‌

ବିଛା: ମନରେ ବହୁତ ସକାରାତ୍ମକ ଭାବନା ଆସିବ। ଯେଉଁ ଗୃହିଣୀମାନେ ନୂଆ ବ୍ୟବସାୟ କରିବାକୁ ଚାହୁଛନ୍ତି ସେମାନଙ୍କ ଲାଗି ଉତ୍ତମ ସମୟ। ଧନପ୍ରାପ୍ତିର ଯୋଗ ରହିଛି। ‌‌

ଧନୁ: ଆପଣ ଯାହା ଚାହିଁବେ ତାହା ହାସଲ କରିପାରିବେ। ବ୍ୟବସାୟରେ ସ୍ଥିରତା ବଜାୟ ରହିବ। ରାଜନୀତି ଓ ସମାଜିକ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ବହୁତ ଭଲ।

ମକର: ଚାକିରି ଖୋଜୁଥିବା ବ୍ୟକ୍ତିବିଶେଷଙ୍କୁ ଭଲ ଜାଗାରେ ଚାକିରି ମଳବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପରିବାରରେ ନୂଆ ଦାୟିତ୍ବ ଗ୍ରହଣ କରିବେ। ‌

କୁମ୍ଭ: ଆତ୍ମବିଶ୍ବାସ ଓ ଆଶାଯୁକ୍ତ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି କରିବେ। ବ୍ୟବସାୟ ଆରମ୍ଭ କରିବା ଲାଗି ନୂଆ ଯୋଜନା ସଫଳ ରହିବ। ଜୀବନସାଥୀର ପ୍ରେମ ଓ ସୁଖ ପାଇବେ।

ମୀନ: କର୍ମଜୀବୀ ମହିଳାଙ୍କ ଲାଗି କାମର ବୋଝ କମ୍ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଜାୟ ରହିବ। ଛାତ୍ର କିଛି ନୂଆ ଶିଖିବେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:43 AM
 
S
Clear sky
32°C
2.1 m/s
Apparent: 32°C
Pressure: 1006 mb
Humidity: 85%
Winds: 2.1 m/s S
Windgusts: 11.3 m/s
UV-Index: 0
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom