• Latest
  • Trending
କମିକ୍ସ କ୍ରିଏଟର୍ସ ଚାମିୟନସିପର ୧୦ ଫାଇନାଲିଷ୍ଟ ଘୋଷଣା

କମିକ୍ସ କ୍ରିଏଟର୍ସ ଚାମିୟନସିପର ୧୦ ଫାଇନାଲିଷ୍ଟ ଘୋଷଣା

Apr-18-2025 02:00 PM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କମିକ୍ସ କ୍ରିଏଟର୍ସ ଚାମିୟନସିପର ୧୦ ଫାଇନାଲିଷ୍ଟ ଘୋଷଣା

ତାଲିକାରେ ଓଡ଼ିଶାରେ ପ୍ରସ୍ତୁତ କମିକ୍ସ ‘ଆସେସ୍ ଅଫ ଡିଭିନିଟି’

by newsroom
Apr-18-2025 02:00 PM IST
in ବଡ଼ ଖବର, ମନୋରଞ୍ଜନ
0
କମିକ୍ସ କ୍ରିଏଟର୍ସ ଚାମିୟନସିପର ୧୦ ଫାଇନାଲିଷ୍ଟ ଘୋଷଣା
491
SHARES
1.4k
VIEWS
Share on FacebookShare on Twitter

ଇମରସିଭ୍ ମିଡିଆ ଓ କ୍ରିଏଟିଭ୍ ଟେକନଲୋଜି ଯୁଗରେ କମିକ୍ସଗୁଡ଼ିକ ଚମତ୍କାର କାହାଣୀ, ସାଂସ୍କୃତିକ ଉତଥାନ ଓ ଉଦ୍ଭାବନର ଶକ୍ତିଶାଳୀ ଉପକରଣ ପାଲଟିଛନ୍ତି, ଯାହାକି ଲୋକକଥା, କଳ୍ପନା ଓ ଭବିଷ୍ୟତର ଟେକନଲୋଜିର ଏକ ଅଦ୍ଭୁତ ମିଶ୍ରଣ ।

ଏହି ପରିବର୍ତ୍ତନ କମିକ୍ସ କ୍ରିଏଟର ଚାମ୍ପିୟନସିପ ମାଧ୍ୟମରେ ଆହୁରି ସମୃଦ୍ଧ ହୋଇଛି, ଯେଉଁଠାରେ ସମଗ୍ର ଭାରତର କ୍ରିଏଟରମାନ ସିକ୍ବେନ୍ସିଆଲ ଆର୍ଟରେ ନୂଆ ନୂଆ ସଫଳତା ପ୍ରାପ୍ତ କରୁଛନ୍ତି। ଏବେ ଏହି ଚାମ୍ପିୟନସିପର ୧୦ ଜଣ ଫାଇନାଲିଷ୍ଟମାନଙ୍କ ନାମ ଘୋଷଣା ହୋଇଛି । ଯେଉଁଥିରେ ଆମେଚର ବର୍ଗରେ ସ୍ଥାନ ପାଇଛନ୍ତି କେନ୍ଦ୍ରାପଡ଼ା ଓଡ଼ିଶାର ରଣଦୀପ ସିଂ ଓ ତାଙ୍କ ଦଳ ।

ସେମାନେ ଆସେସ୍ ଅଫ ଡିଭିନିଟି ନାମକ କମିକ୍ସ ପ୍ରସ୍ତୁତ କରିଛନ୍ତି । ଏକ ଅଭିନବ ଓ ଚମତ୍କାର ବିଷୟକୁ ନେଇ ସେମାନେ ନିଜର କମିକ୍ସ ପ୍ରସ୍ତୁତ କରିଛନ୍ତି । ଏହା ମାଧ୍ୟମରେ ସେମାନେ ଲୋକକଥାର ପୁନଃକଳ୍ପନା କରିଛନ୍ତି । ତାଙ୍କ କାହାଣୀଟି ସଂକ୍ଷେପରେ ଏହିପରି- ଭବିଷ୍ୟତରେ କାଳୀ ପୌରାଣିକ ଯୁଗର ରାକ୍ଷସମାନଙ୍କୁ କଳକୀ ସହ ଲଢ଼ିବା ପାଇଁ ପୁନର୍ଜୀବିତ କରୁଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ଏକଦା ଦୁର୍ଦ୍ଧଷ ଶାସକ କନ୍ଦ୍ରା, ଯିଏ ନିଜର ପୁରୁଣା ଶତ୍ରୁ ବଳରାମଙ୍କ ସହ ମୁହାଁମୁହିଁ ହେବାକୁ ଫେରୁଛନ୍ତି। ଏହି କାହାଣୀରେ ଆଞ୍ଚଳିକ କିମ୍ବଦନ୍ତୀ ସହିତ ଦେବଲୋକର ସଂଘର୍ଷକୁ ଅଦ୍ଭୁତଭାବେ ମିଶ୍ରଣ କରାଯାଇଛି ।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
February 8, 2026, 1:41 AM
 
ESE
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s ESE
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom