• Latest
  • Trending

ଛାତିରେ ଯନ୍ତ୍ରଣା ହେବାରୁ ଏମସ ରେ ଭର୍ତି ହେଲେ ଉପରାଷ୍ଟ୍ରପତି

Mar-09-2025 11:50 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଛାତିରେ ଯନ୍ତ୍ରଣା ହେବାରୁ ଏମସ ରେ ଭର୍ତି ହେଲେ ଉପରାଷ୍ଟ୍ରପତି

by newsroom
Mar-09-2025 11:50 AM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତେବେ ଦିଲ୍ଲୀ ଏମ୍ସ କାର୍ଡିଓଲୋଜି ମୁଖ୍ୟ ଡାକ୍ତର ରାଜୀବ ନାରାଙ୍ଗଙ୍କ ତତ୍ତ୍ବାବଧାନରେ ଧନକଡଙ୍କୁ ଚିକିତ୍ସାରେ ରଖାଯାଇଛି ।
ତେବେ ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ଏମ୍ସ ଯାଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପରେ ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମୁଁ ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟକଥା ପଚାରି ବୁଝିଲି ଏବଂ ତାଙ୍କର ଶୀଘ୍ର ସୁସ୍ଥତା କାମନା କରୁଛି ।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
February 8, 2026, 2:15 AM
 
E
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s E
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom