• Latest
  • Trending
ନିଖୋଜ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଗଳିତ ମୃତଦେହ ଉଦ୍ଧାର

ନିଖୋଜ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଗଳିତ ମୃତଦେହ ଉଦ୍ଧାର

Sep-17-2025 12:34 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନିଖୋଜ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଗଳିତ ମୃତଦେହ ଉଦ୍ଧାର

by M M
Sep-17-2025 12:34 PM IST
in ବଡ଼ ଖବର
0
ନିଖୋଜ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ଗଳିତ ମୃତଦେହ ଉଦ୍ଧାର
492
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱରରୁ ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଗଳିତ ମୃତଦେହ ବୁଧବାର ଅପରାହ୍ନରେ କେନ୍ଦୁଝର ଜିଲ୍ଲାର ଘଟଗାଁ ଅଞ୍ଚଳରୁ ଉଦ୍ଧାର ହୋଇଛି। ଜଙ୍ଗଲ ମଧ୍ୟରେ ଏକ ପରିତ୍ୟକ୍ତ ସ୍ଥାନରୁ ଜେସିବି ସାହାଯ୍ୟରେ ମୃତଦେହ ଉଦ୍ଧାର କରାଯାଇଛି।

ମୃତଦେହଟି ସିମେଣ୍ଟ ଅଖା ଭିତରେ ବନ୍ଧା ଅବସ୍ଥାରେ ମିଳିଥିବା ବେଳେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହା ଉଠାଯାଇଛି। ପୁଲିସ କମିସନର ସୁରେଶ ଦେବଦତ୍ତ ସିଂହଙ୍କ କହିବା ଅନୁସାରେ, ଶୁଭମିତ୍ରା ୬ ସେପ୍ଟେମ୍ବରରୁ ଡ୍ୟୁଟିରେ ଥିଲେ। ୭ ତାରିଖରୁ ତାଙ୍କ ନିଖୋଜ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଥିଲା। ତଦନ୍ତ ଆରମ୍ଭ ପରେ ପୁଲିସ ଜାଣିବାକୁ ପାଇଥିଲା ଯେ, ଶୁଭମିତ୍ରା ଶେଷଥର ଦୀପକ ରାଉତଙ୍କ ସହ ଯୋଗାଯୋଗରେ ଥିଲେ।

ଏହା ଆଧାରରେ ଦୀପକଙ୍କ ଉପରେ ସନ୍ଦେହ ହୋଇଥିଲା। ପ୍ରମାଣ ସଂଗ୍ରହ ପରେ ଦୀପକଙ୍କୁ ଗିରଫ କରାଯାଇଛି। ସେ ହତ୍ୟା ପରେ ନିଜେ ବା ସହଯୋଗୀଙ୍କ ସାହାଯ୍ୟରେ ମୃତଦେହ ଲୁଚାଇଥିବା ଜଣାପଡ଼ିଛି। କମିସନରଙ୍କ କହିବା ମୁତାବକ, ଦୀପକ ଶୁଭମିତ୍ରାଙ୍କଠାରୁ ପୂର୍ବରୁ ୧୦ ଲକ୍ଷ ଟଙ୍କା ଧାର ନେଇଥିଲେ। ଏହି ଟଙ୍କା ଫେରାଇବା ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା, ଯାହା ହତ୍ୟାର କାରଣ ହୋଇଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି। ଏହା ସହିତ, ଶୁଭମିତ୍ରାଙ୍କ ନାମରେ ୧ କୋଟି ଟଙ୍କାର ବୀମା ଥିବା ଜଣାପଡ଼ିଛି। ଏହି ଟଙ୍କା ହଡ଼ପ କରିବା ଉଦ୍ଦେଶ୍ୟରେ ମଧ୍ୟ ହତ୍ୟା ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି।

ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ୬ ସେପ୍ଟେମ୍ବରରେ ଶୁଭମିତ୍ରା ଡିସିପି କାର୍ଯ୍ୟାଳୟରେ ଡ୍ୟୁଟି କରି ସନ୍ଧ୍ୟା ୭ଟାରେ ଭଡ଼ା ଘରକୁ ଫେରିଥିଲେ। ଏହାପରେ ତାଙ୍କ ମୋବାଇଲ୍ ବନ୍ଦ ହୋଇଯାଇଥିଲା। ଦୁଇ ଦିନ ଯୋଗାଯୋଗ ନହେବାରୁ ତାଙ୍କ ପିତା କ୍ୟାପିଟାଲ ଥାନାରେ ନିଖୋଜ ଅଭିଯୋଗ ଦାଖଲ କରିଥିଲେ। ତଦନ୍ତରେ କଲ୍ ଡିଟେଲ୍ସ ଆଧାରରେ ଦୀପକଙ୍କ ସମ୍ପୃକ୍ତି ଜଣାପଡ଼ିଥିଲା। ଦୀର୍ଘ ଜେରା ପରେ ସେ ଅପରାଧ ସ୍ୱୀକାର କରିଥିଲେ। ସେ କହିଛନ୍ତି, ଭୁବନେଶ୍ୱରରେ ତଣ୍ଟି ଚିପି ହତ୍ୟା କରି ମୃତଦେହକୁ କେନ୍ଦୁଝର ନେଇଥିଲେ। ହତ୍ୟାରେ ବ୍ୟବହୃତ କାର ଜବତ କରାଯାଇ କ୍ୟାପିଟାଲ ଥାନା ପୁଲିସ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଦୀପକ ଗିରଫ ହୋଇଛନ୍ତି।

Share197Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 9:58 AM
 
NNW
Clear sky
30°C
0.9 m/s
Apparent: 29°C
Pressure: 1012 mb
Humidity: 94%
Winds: 0.9 m/s NNW
Windgusts: 7.4 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom