• Latest
  • Trending
ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ

ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ

Mar-02-2025 05:49 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ

by newsroom
Mar-02-2025 05:49 PM IST
in ଖେଳ, ବଡ଼ ଖବର
0
ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ
494
SHARES
1.4k
VIEWS
Share on FacebookShare on Twitter

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା ।

ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫  ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ ।

ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଆସନ୍ତା ଚାରି ତାରିଖରେ ଭେଟିବ । ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା ।

ରୋହିତ ଶର୍ମା ୧୫, ଶୁଭମନ ଗିଲ୍ ୨ ଓ ବିରାଟ କୋହଲି ୧୧ ରନ କରି ଆଉଟ ହେବା ପରେ ଭାରତର ସ୍କୋର ୩୦/୩ ହୋଇଯାଇଥିଲା । ତେବେ ଶ୍ରେୟସ ଆୟର ଓ ଅକ୍ଷର ପଟେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖାଯାଇଥିଲା । ଆୟର ୭୯ ରନ ଓ ଅକ୍ଷର ୪୨ ରନ କରି ଦଳକୁ ସଂକଟରୁ ଉଦ୍ଧାର କରିଥିଲେ । ସେହିପରି କେଏଲ ରାହୁଲ ୨୩ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୪୯ ରନ କରିଥିଲା ।

Tags: cricketIndia beat NZ to set up semi-final v Australianews
Share198Tweet124
newsroom

newsroom

ଆଜିର ପାଗ

Bhubaneswar
March 9, 2026, 2:07 AM
 

S
Partly cloudy
25°C
2 m/s
Apparent: 30°C
Pressure: 1012 mb
Humidity: 84%
Winds: 2 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom