• Latest
  • Trending
‘ପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

‘ପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

Jan-26-2026 09:40 PM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

‘ପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

by M M
Jan-26-2026 09:40 PM IST
in ରାଜ୍ୟ
0
‘ପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା
491
SHARES
1.4k
VIEWS
Share on FacebookShare on Twitter

ତୃଣମୂଳ ସ୍ତରର ଅସାଧାରଣ ପ୍ରତିଭାଙ୍କୁ ସମ୍ମାନଜନକ ‘ପଦ୍ମ ପୁରସ୍କାର’ ପାଇଁ ମୋନନୀତ କରି ମୋଦୀ ସରକାର ସେମାନଙ୍କୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତ ପୁରସ୍କାର ବିଜେତାଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି ।

ଓଡ଼ିଶାର ଗାରିମା ଓ ପ୍ରତିଭାକୁ ନିରନ୍ତର ଭାବେ ବିଶ୍ୱ ଦରବାରରେ ପରିଚିତ କରାଉଥିବାରୁ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ କହିଛନ୍ତି ଯେ, ମୋଦୀ ସରକାରରେ ଓଡ଼ିଆ ଲୋକମାନେ ସର୍ବଦା ଯଥୋଚିତ ସମ୍ମାନ ପାଇ ଆସୁଛନ୍ତି। ‘ପଦ୍ମ ପୁରସ୍କାର’ ମାଧ୍ୟମରେ ତୃଣମୂଳ ସ୍ତରର ‘ବଣମଲ୍ଲୀ’ଙ୍କୁ ଲୋକଲୋଚନକୁ ଆଣିବା ଆମ ସରକାରଙ୍କ ଏକ ପରମ୍ପରା ହୋଇଛି । ପଦ୍ମ ପୁରସ୍କାର ମାଧ୍ୟମରେ ବଣମଲ୍ଲିକୁ ଲୋକଲୋଚନକୁ ଆଣିବା ପାଇଁ ଆମ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଚଳିତ ବର୍ଷ ଓଡ଼ିଶାରୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଶ୍ରୀ ଚରଣ ହେମ୍ବ୍ରମ, ଶ୍ରୀ ମହେନ୍ଦ୍ର କୁମାର ମିଶ୍ର ଓ କଳା କ୍ଷେତ୍ରରେ ଶ୍ରୀ ଶରତ କୁମାର ପାତ୍ର ଓ ଶ୍ରୀ ସୀମାଞ୍ଚଳ ପାତ୍ର ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହେବା ଗର୍ବ ଓ ଗୌରବର ବିଷୟ ।

ଦେଶକୁ ସମୃଦ୍ଧ କରିବାରେ ଏହି ସାଧାରଣ ନାଗରିକଙ୍କ ଅସାଧାରଣ କାର୍ଯ୍ୟକୁ ଏହି ସ୍ୱୀକୃତି ଏକ ବଡ଼ ସମ୍ମାନ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଏହି ପୁରସ୍କାର ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:28 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom