• Latest
  • Trending
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

June 19, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

by newsroom
June 19, 2025
in ବଡ଼ ଖବର
0
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତଙ୍କୁ କଂଗ୍ରେସ ବିରୋଧ କରିବ ବୋଲି କହିଛି । କଂଗ୍ରେସ ଦିନିକିଆ ଅନଶନ କରିବା ନେଇ କହିଛି। ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଏହି ଅନଶନ ଚାଲିବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି।
କଂଗ୍ରେସ ଭବନଠାରେ ଆୟୋଜିତ ସାମ୍ବାଦିକ ସମିଳନୀରେ ପିସିସି ସଭାପତି କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୧୩୩ ପ୍ଲଟୁନ ପୁଲିସ ଫୋର୍ସ ଏବଂ ବଡ଼ ବଡ଼ ପୁଲିସ ଅଧିକାରିଙ୍କୁ ନିୟୋଜିତ କରାଯାଉଛି । ପୁରୀରେ ରଥଯାତ୍ରା ପାଇଁ ଯେତିକି ପୁଲିସ ଆବଶ୍ୟକ ସେତିକି ପୁଲିସ ନାହାନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ମାଳ ମାଳ ପୁଲିସ ନିୟୋଜିତ କରାଯାଉଛି। ରାଜ୍ୟରେ ନାରୀ ଦୁଷ୍କର୍ମ ଏବଂ ନିର୍ଯାତନା ବଢିଚାଲିଛି, ଏଭଳି କ୍ଷତ୍ରରେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ କଣ ବାର୍ତ୍ତା ବହନ କରୁଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ଯଦି ରାଜ୍ୟର ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ଵର ସହ ନେଉଛନ୍ତି ତେବେ ନାରୀ ନିର୍ଯାତନା ଏବଂ ହଇଜା ଉପରେ ଭାଷଣ ଦିଅନ୍ତୁ ବୋଲି ପିସିସି ସଭାପତି ଦାବି କରିଛନ୍ତି।

Share196Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 10:27 am
 

W
Overcast
29°C
2.1 m/s
Apparent: 33°C
Pressure: 998 mb
Humidity: 91%
Winds: 2.1 m/s W
Windgusts: 7.7 m/s
UV-Index: 0
Precip.: 0mm /50% / Rain
Sunrise: 5:12 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom