ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ । କାନପୁର ମ୍ୟାଚ୍ ଜିତି ଦୁଇ ଟିକିଆ ସିରିଜକୁ ଭାରତ ୨-୦ରେ କ୍ଲିନ୍ ସୁଇପ୍ କରି ନେଇଛି । କାନପୁର ଟେଷ୍ଟରେ ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଛି ଭାରତ । ୧୭.୨ ବଲରେ ଭାରତ ୯୫ ରନର ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା । https://www.youtube.com/watch?v=aL1QubFcbi8