• Latest
  • Trending

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

Jul-08-2025 08:42 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

by M M
Jul-08-2025 08:42 AM IST
in ବଡ଼ ଖବର
0
494
SHARES
1.4k
VIEWS
Share on FacebookShare on Twitter

ରାଜ୍ୟ ବିଜେପି ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସା କରିଛନ୍ତି ।  ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ ଭାଇଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବାରେ ସଫଳ ହୋଇଛି।’ ବିଜେପି ଲୋକସଭା ନିର୍ବାଚନରେ ୨୧ରୁ ୨୦ଟି ଆସନ ଜିତିଛି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ମନମୋହନ ଭାଇଙ୍କ ବିଚକ୍ଷଣ ସାଙ୍ଗଠନିକ ଦକ୍ଷତା ଓ କାର୍ଯ୍ୟକର୍ତ୍ତାଙ୍କ ପ୍ରତି ସମର୍ପଣ ଭାବ ଦଳକୁ ନୂତନ ଉଚ୍ଚତା ଦେଇଛି।”

ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ରାଜ୍ୟ ଭାଜପାର ନେତାମାନେ ସାମଲଙ୍କ ନେତୃତ୍ୱରେ ଦଳର ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା ରଖିଛନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
February 8, 2026, 2:10 AM
 
E
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s E
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom