• Latest
  • Trending
ମୁଁ ଯେତେବେଳେ ମରିସସ୍ ଆସେ, ସେତେବେଳେ ଲାଗୁଛି ଯେମିତି ମୁଁ ନିଜ ଲୋକଙ୍କ ଭିତରେ ଅଛି: ପ୍ରଧାନମନ୍ତ୍ରୀ

ମୁଁ ଯେତେବେଳେ ମରିସସ୍ ଆସେ, ସେତେବେଳେ ଲାଗୁଛି ଯେମିତି ମୁଁ ନିଜ ଲୋକଙ୍କ ଭିତରେ ଅଛି: ପ୍ରଧାନମନ୍ତ୍ରୀ

Mar-12-2025 11:03 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମୁଁ ଯେତେବେଳେ ମରିସସ୍ ଆସେ, ସେତେବେଳେ ଲାଗୁଛି ଯେମିତି ମୁଁ ନିଜ ଲୋକଙ୍କ ଭିତରେ ଅଛି: ପ୍ରଧାନମନ୍ତ୍ରୀ

by newsroom
Mar-12-2025 11:03 AM IST
in ବଡ଼ ଖବର, ରାଜନୀତି
0
ମୁଁ ଯେତେବେଳେ ମରିସସ୍ ଆସେ, ସେତେବେଳେ ଲାଗୁଛି ଯେମିତି ମୁଁ ନିଜ ଲୋକଙ୍କ ଭିତରେ ଅଛି: ପ୍ରଧାନମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ରାମଗୁଲାମ ଘୋଷଣା କରିଥିଲେ ଯେ ମରିସସ୍ ଜାତୀୟ ଦିବସ ପାଳନ ଅବସରରେ ଭାରତର ପ୍ରଧାନମନ୍ତ୍ରୀଙ୍କୁ ଏହାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର୍ ଆଣ୍ଡ୍ କି ଅଫ୍ ଦି ଇଣ୍ଡିଆନ୍ ଓସେନ୍ (ଜିସିଏସକେ)’ ପ୍ରଦାନ କରିବ। ଏହି ଅସାଧାରଣ ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ମରିସସ୍ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବନ୍ଧୁତା ଏବଂ ଦୁଇ ଦେଶ ମଧ୍ୟରେ ଜୀବନ୍ତ ତଥା ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ଅବଦାନ ପାଇଁ ଧନ୍ୟବାଦ ଜଣାଇଥିଲେ । ଏକ ସ୍ୱତନ୍ତ୍ର ପଦକ୍ଷେପ ସ୍ୱରୂପ ସେ ପ୍ରଧାନମନ୍ତ୍ରୀ ରାମଗୁଲାମ ଏବଂ ତାଙ୍କ ପତ୍ନୀ ଶ୍ରୀମତୀ ବୀଣା ରାମଗୁଲାମଙ୍କୁ ଓସିଆଇ କାର୍ଡ ପ୍ରଦାନ କରିଥିଲେ। ଜାତୀୟ ଦିବସ ଅବସରରେ ମରିସସର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଦୁଇ ଦେଶର ମିଳିତ ଐତିହାସିକ ଯାତ୍ରାକୁ ମନେ ପକାଇଥିଲେ । ମରିସସର ସ୍ୱାଧୀନତା ପାଇଁ ସଂଗ୍ରାମ କରିଥିବା ସାର୍ ସିଉସାଗୁର ରାମଗୁଲାମ, ସାର୍ ଅନିରୁଦ ଯୁଗନାଥ, ମଣିଲାଲ ଡକ୍ଟର ଏବଂ ଅନ୍ୟମାନଙ୍କୁ ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ ବୋଲି କହିଥିଲେ। ଦୁଇ ଦେଶର ଜନସାଧାରଣଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କର ଭିତ୍ତିଭୂମି ସୃଷ୍ଟି କରୁଥିବା ମିଳିତ ଐତିହ୍ୟ ଏବଂ ପାରିବାରିକ ସମ୍ପର୍କ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମରିସସରେ ଥିବା ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ କିପରି ସେମାନଙ୍କର ସାଂସ୍କୃତିକ ମୂଳକୁ ସୁରକ୍ଷିତ ରଖିଛନ୍ତି ଏବଂ ପୋଷଣ କରିଛନ୍ତି ତାହାକୁ ପ୍ରଶଂସା କରିଥିଲେ । ଏହି ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ମରିସସ୍ ପାଇଁ ଏକ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି, ଯେଉଁଥିରେ ମରିସସରେ ଥିବା ଭାରତୀୟ ବଂଶୋଦ୍ଭବ ସପ୍ତମ ପିଢ଼ିର ଲୋକଙ୍କୁ ଓସିଆଇ କାର୍ଡ ଉପଲବ୍ଧ କରାଯାଇପାରିବ। ଗିରମିଟିଆ ପରମ୍ପରାକୁ ଆଗେଇ ନେବା ପାଇଁ ଭାରତ ଅନେକ ପଦକ୍ଷେପକୁ ସମର୍ଥନ କରିବ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
December 12, 2025, 2:53 PM
 
N
Clear sky
27°C
1.5 m/s
Apparent: 15°C
Pressure: 1015 mb
Humidity: 86%
Winds: 1.5 m/s N
Windgusts: 3.8 m/s
UV-Index: 0
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom