• Latest
  • Trending
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

Nov-03-2025 03:11 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Wednesday, March 18, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

by M M
Nov-03-2025 03:11 PM IST
in ରାଜନୀତି, ରାଜ୍ୟ
0
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର
491
SHARES
1.4k
VIEWS
Share on FacebookShare on Twitter

ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ  ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି।

ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ  କାହିଁକି ବିଜେଡି ଛାଡି ଭାଜପାରେ ମିଶିଲେ ତାକୁ ନେଇ ଅମର ବଡ଼ ଖୁଲାସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ଭାଜପାରେ ସାମିଲ ହୋଇଛନ୍ତି। ଯେତେବେଳେ ବି ସଂସଦରେ ମୋଦିଙ୍କ ଭାଷଣ ଶୁଣିଛି ପ୍ରଭାବିତ ହୋଇଛି। ଭାରତକୁ ଆଗକୁ ନେବା ପାଇଁ ତାଙ୍କ ପ୍ରତିଜ୍ଞାବଦ୍ଧତାରେ ମୁଁ ଅନୁପ୍ରାଣିତ। ମୋଦିଙ୍କ ପାଇଁ ଦେଶ ଆଜି ବିଶ୍ବରେ ସ୍ବତନ୍ତ୍ର ସ୍ଥାନ ପାଇପାରିଛି। ରାଜ୍ୟବାସୀଙ୍କ ସେବା ପାଇଁ ଚାକିରି ଛାଡ଼ି ରାଜନୀତିକୁ ଆସିଥିଲି। ଏବେ ରାଜ୍ୟର ସେବା ସହ ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି। ଦଳ ମୋତେ ଯେଉଁ ଦାୟିତ୍ୱ ଦେବ ତାହା ସୂଚାରୁ ରୁପେ ପାଳନ କରିବେ ବୋଲି ଅମର କହିଛନ୍ତି।

ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ  ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ।

ମିଶ୍ରଣ ବର୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଅନ୍ୟ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 18, 2026, 7:56 PM
 

S
Overcast
26°C
1.4 m/s
Apparent: 29°C
Pressure: 1011 mb
Humidity: 86%
Winds: 1.4 m/s S
Windgusts: 7.3 m/s
UV-Index: 0
Precip.: 2.5mm /38% / Rain
Sunrise: 5:52 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom