• Latest
  • Trending
ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ: ନବୀନ ପଟ୍ଟନାୟକ

ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ: ନବୀନ ପଟ୍ଟନାୟକ

Sep-26-2024 08:42 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ: ନବୀନ ପଟ୍ଟନାୟକ

by M M
Sep-26-2024 08:42 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ: ନବୀନ ପଟ୍ଟନାୟକ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ । ବିଜେପି ତିନି ମାସ ଶାସନ କଲାଣି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଖରାପ ହୋଇଛି । ଦରବୃଦ୍ଧି କୁ ସରକାର ରୋକିପାରୁନାହାଁନ୍ତି । ବିକାଶ କାର୍ଯ୍ୟ ଅଟକି ରହିଛି ଏଭଳି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ଆଜି ଶଙ୍ଖ ଭବନ ଠାରେ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା.` ।  ଉଦବୋଧନ ଦେଇ ଦଳ ସଭାପତି  ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା. କନ୍ଧମାଳ ଓ ଢେଙ୍କାନାଳ ର ବିକାଶ ପାଇଁ ବିଜେଡି ସରକାର ସମୟ ରେ ଅନେକ କାମ ହୋଇଛି.
ଦରଦାମ ବୃଦ୍ଧି ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେପି ସରକାରକୁ ଆସିବାର ଶହେଦିନ ବିତିଗଲାଣି. ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ଦରବୃଦ୍ଧି ଓ ବିକାଶ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ସେବା ଯୋଗାଇବାରେ ବିଫଳ ହୋଇଛନ୍ତି. ତେଣୁ ସାଧାରଣ ଲୋକଙ୍କ ସୁଖ ଦୁଃଖ ରେ ସାମିଲ ହେବା ସହ ସରକାରଙ୍କ ବିଫଳତା ବିଷୟରେ ଲୋକଙ୍କୁ ଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ.

ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ.ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଚକ୍ରପାଣି କଂହର,ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା,ପ୍ରଫୁଲ୍ଲ ମଲ୍ଲିକ ,ନୃସିଂହ ସାହୁ , ସାଂସଦ ପ୍ରାର୍ଥୀ ମହେଶ ସାହୁ,ଅବିନାଶ ସାମଲ ପୂର୍ବତନ ବିଧାୟକ ସାଲୁଗା ପ୍ରଧାନ,ସୁଧୀର ସାମଲ,ଙ୍କ ସମେତ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଏବଂ ପଂଚାୟତ ପ୍ରତିନିଧି ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ

Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 9:10 AM
 
N
Clear sky
18°C
0.8 m/s
Apparent: 15°C
Pressure: 1016 mb
Humidity: 88%
Winds: 0.8 m/s N
Windgusts: 4.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom