• Latest
  • Trending
ସରକାର ଲମ୍ବା ଭାଷଣ ଓ ବଡ଼ ବିଜ୍ଞାପନରେ ବିକାଶର ଦାବି କରୁଛନ୍ତି : ନବୀନ

ସରକାର ଲମ୍ବା ଭାଷଣ ଓ ବଡ଼ ବିଜ୍ଞାପନରେ ବିକାଶର ଦାବି କରୁଛନ୍ତି : ନବୀନ

Jun-10-2025 02:17 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସରକାର ଲମ୍ବା ଭାଷଣ ଓ ବଡ଼ ବିଜ୍ଞାପନରେ ବିକାଶର ଦାବି କରୁଛନ୍ତି : ନବୀନ

by newsroom
Jun-10-2025 02:17 PM IST
in ବଡ଼ ଖବର
0
ସରକାର ଲମ୍ବା ଭାଷଣ ଓ ବଡ଼ ବିଜ୍ଞାପନରେ ବିକାଶର ଦାବି କରୁଛନ୍ତି : ନବୀନ
491
SHARES
1.4k
VIEWS
Share on FacebookShare on Twitter

ବିଜେପିକୁ ଟାର୍ଗେଟ କରିଛନ୍ତି ନବୀନ । ବିଜୁ ଜନତା ଦଳ (ବିଜେଡି)ର ଜନଜାଗରଣ କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟର ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାରଙ୍କ ବର୍ଷେ ପୂର୍ତ୍ତିକୁ ଟାର୍ଗେଟ୍ କରି ସେ କହିଛନ୍ତି, “ଲୋକଙ୍କ ସରକାର କୁହାଯାଉଛି, କିନ୍ତୁ ଲୋକମାନେ କାହାନ୍ତି?” ସେ ଅଭିଯୋଗ କରିଛନ୍ତି ଯେ ସରକାର ଲମ୍ବା ଭାଷଣ ଓ ବଡ଼ ବିଜ୍ଞାପନରେ ବିକାଶର ଦାବି କରୁଛନ୍ତି, କିନ୍ତୁ ପ୍ରକୃତ ବିକାଶ ନାହିଁ।
ନବୀନ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ର ସଫଳତା ଉଲ୍ଲେଖ କରି କହିଛନ୍ତି, BSKYରେ ଲୋକେ ମାଗଣା ଚିକିତ୍ସା ପାଉଥିଲେ, କିନ୍ତୁ ଆୟୁଷ୍ମାନ ଭାରତରେ ଏହି ସୁବିଧା ଅପର୍ଯ୍ୟାପ୍ତ। ମିଶନ ଶକ୍ତିରେ ୭୦ ଲକ୍ଷ ମହିଳାଙ୍କ ସଶକ୍ତିକରଣକୁ ହାଇଲାଇଟ୍ କରି ସେ ଅଭିଯୋଗ କରିଛନ୍ତି ଯେ ଏହା ବର୍ତ୍ତମାନ ଦୁର୍ବଳ ହୋଇଛି। ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ସରକାରଙ୍କ ବିଫଳତା ଓ ଆର୍ଥିକ ଅବ୍ୟବସ୍ଥାକୁ ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ବିଜେଡି ଲୋକଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିବ ବୋଲି ନବୀନ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
January 14, 2026, 9:00 AM
 
N
Clear sky
18°C
0.8 m/s
Apparent: 15°C
Pressure: 1016 mb
Humidity: 88%
Winds: 0.8 m/s N
Windgusts: 4.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom