• Latest
  • Trending
ସାଉଥ ଫିଲ୍ମ ହିନ୍ଦୀରେ ଡବିଙ୍ଗ ହୋଇ ଓଡିଶା ଆସିଲା ଆଉ ଓଡ଼ିଆ ଫିଲ୍ମକୁ ହଲରୁ ହଟାଇଦେଲେ ହଲ ମାଲିକ

ସାଉଥ ଫିଲ୍ମ ହିନ୍ଦୀରେ ଡବିଙ୍ଗ ହୋଇ ଓଡିଶା ଆସିଲା ଆଉ ଓଡ଼ିଆ ଫିଲ୍ମକୁ ହଲରୁ ହଟାଇଦେଲେ ହଲ ମାଲିକ

Oct-03-2025 12:06 PM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସାଉଥ ଫିଲ୍ମ ହିନ୍ଦୀରେ ଡବିଙ୍ଗ ହୋଇ ଓଡିଶା ଆସିଲା ଆଉ ଓଡ଼ିଆ ଫିଲ୍ମକୁ ହଲରୁ ହଟାଇଦେଲେ ହଲ ମାଲିକ

by M M
Oct-03-2025 12:06 PM IST
in ବଡ଼ ଖବର
0
ସାଉଥ ଫିଲ୍ମ ହିନ୍ଦୀରେ ଡବିଙ୍ଗ ହୋଇ ଓଡିଶା ଆସିଲା ଆଉ ଓଡ଼ିଆ ଫିଲ୍ମକୁ ହଲରୁ ହଟାଇଦେଲେ ହଲ ମାଲିକ
491
SHARES
1.4k
VIEWS
Share on FacebookShare on Twitter

ଅନ୍ୟ ଭାଷାର ଫିଲ୍ମଗୁଡିକୁ ପ୍ରାଧାନ୍ୟ ଦିଆଯାଉଛି । ଓଡ଼ିଆ ଫିଲ୍ମକୁ ପ୍ରାଧାନ୍ୟ ଦିଆଯାଉନାହିଁ ।   ଆଉ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପିଲ କଲେ ଓଡ଼ିଆ ସୁପରଷ୍ଟାର ତଥା ଫିଲ୍ମ ଚାରିଧାମର ମୁଖ୍ୟ ଅଭିନେତା ଅନୁଭବ ମହାନ୍ତି | ଅନୁଭବ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପିଲ କରି ଲେଖିଛନ୍ତି ଯେ ଏହି ଦଶହରାରେ ଓଡ଼ିଆ ସିନେମା ଏହାର ସବୁଠାରୁ ଖରାପ ସମୟକୁ ମୁକାବିଲା କରୁଛି, ଯେତେବେଳେ ହାଉସଫୁଲ ଚାଲିଥିବା ଓଡ଼ିଆ ସିନେମାକୁ ହଟାଇଦିଆଯାଇ ଅନ୍ୟ ଭାଷାର ଫିଲ୍ମ ଓ ହିନ୍ଦୀ ଫିଲ୍ମକୁ ପ୍ରାଥମିକତା ଦିଆଯାଉଛି |

ଅନ୍ୟ ଭାଷାର ଫିଲ୍ମଗୁଡିକ କିଭଳି ପ୍ରଦର୍ଶିତ କରାଯାଇପାରିବ ସେଥିପାଇଁ ଓଡ଼ିଆ ଫିଲ୍ମକୁ ହଲରୁ ହଟାଇଦିଆଯାଉଛି | ଏହା ଓଡ଼ିଶାର ନିଜସ୍ୱ କଳା, ସଂସ୍କୃତି ଓ ଲୋକଙ୍କ ପ୍ରତି ଅନ୍ୟାୟ ବୋଲି ଅନୁଭବ ଉଲ୍ଲେଖ କରିଛନ୍ତି | ଅନୁଭବ ମୁଖ୍ୟମନ୍ତ୍ରୀଙ୍କ  ନିକଟରେ ଅପିଲ କରିଛନ୍ତି ଯେ ଆପଣ ଓଡ଼ିଆ ସିନେମା ସହ ଛିଡ଼ାହୁଅନ୍ତୁ ଓ ଆମ ଓଡ଼ିଆ ଫିଲ୍ମ କିଭଳି ସିନେମା ହଲରେ ସମାନ ସ୍ଥାନ ପାଇବ ତାହା ପ୍ରତି ଗୁରୁତ୍ୱ ଦିଅନ୍ତୁ |

Share196Tweet123
M M

M M

ଆଜିର ପାଗ

Bhubaneswar
February 8, 2026, 12:29 AM
 
ESE
Mainly clear
20°C
0.7 m/s
Apparent: 23°C
Pressure: 1016 mb
Humidity: 94%
Winds: 0.7 m/s ESE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom