• Latest
  • Trending

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

Aug-17-2025 06:11 PM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

by M M
Aug-17-2025 06:11 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଏନଡିଏର ଉପରାଷ୍ଟ୍ରପତି ପଦପାଇଁ ପ୍ରାର୍ଥୀ ଭାବେ ଘୋଷଣା କରିଛି। ତାମିଲନାଡୁର ଏକ ବରିଷ୍ଠ ନେତା ଭାବେ ଚର୍ଚ୍ଚିତ ରାଧାକୃଷ୍ଣନ ପୂର୍ବରୁ ଝାଡ଼ଖଣ୍ଡର ରାଜ୍ୟପାଳ ଓ କୋଇମ୍ବଟୋରରୁ ଦୁଇ ଥର ଏମପି ରହିଛନ୍ତି। ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର ସଂସଦୀୟ ଦଳ ବୈଠକରେ ଶ୍ରୀ ରାଧାକୃଷ୍ଣନଙ୍କ ନାମରେ ସହମତି ହୋଇଥିଲା । ବୈଠକ ପରେ ଏ ସଂପର୍କରେ ବିଜେପି ସଭାପତି ଜେପି ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।ଉପରାଷ୍ଟ୍ରପତି ନିର୍ବାଚନ ପାଇଁ  ସେପ୍ଟେମ୍ବର ୯ରେ ଅନୁଷ୍ଠିତ ହେବ ଏବଂ ଭୋଟ୍ ଗଣତି ସେହି ଦିନ ହେବ। ନାମାଙ୍କନ ଦାଖଲର ଶେଷ ତାରିଖ ଅଗଷ୍ଟ ୨୧ ରହିଛି। ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅଗଷ୍ଟ ୨୫ ପର୍ଯ୍ୟନ୍ତ ରହିଛି। ଉଲ୍ଲେଖନୀୟ ଜଗଦୀପ ଧନଖଡ଼ ସ୍ଵାସ୍ଥ୍ୟଗତ କାରଣ ଦର୍ଶାଇ ଜୁଲାଇ ୨୧ରେ ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ।ତାମିଲନାଡୁ ନିବାସୀ ରାଧାକୃଷ୍ଣନ ପୂର୍ବରୁ ଝାଡ଼ଖଣ୍ଡ, ପୁଡୁଚେରୀ, ତେଲେଙ୍ଗାନା ପରି ରାଜ୍ୟର ରାଜ୍ୟପାଳ ରହିଥିଲେ। ରାଧାକୃଷ୍ଣନ ତାମିଲନାଡୁର ତିରୁପ୍ପୁରରେ ୧୯୫୭ ଅକ୍ଟୋବର ୨୦ରେ ଜନ୍ମଗ୍ରହଣ କରିଥିଲେ। ରାଧାକୃଷ୍ଣନ ବିଜେପିର ଜଣେ ବରିଷ୍ଠ ନେତା। ସେ ନିଜର ରାଜନୈତିକ ଜୀବନ ଆରଏସଏସ ଏବଂ ଜନସଂଘରୁ ଆରମ୍ଭ କରିଥିଲେ। ସେ ୧୯୯୮ ଏବଂ ୧୯୯୯ରେ କୋଏମ୍ବାଟୁରରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୩ରୁ ୨୦୦୬ ପର୍ଯ୍ୟନ୍ତ ତାମିଲନାଡ଼ୁ ରାଜ୍ୟ ବିଜେପି ସଭାପତି ଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:09 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom