• Latest
  • Trending
ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

Sep-18-2024 02:37 PM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
ନୌଗାମରେ ଦିଲ୍ଲୀ ବିସ୍ଫୋରଣର କନେକସନ:  ବିସ୍ଫୋରକ ସାମଗ୍ରୀର ଯାଞ୍ଚ କରୁଥିବା ସମୟରେ ବିସ୍ଫୋରଣ

ନୌଗାମରେ ଦିଲ୍ଲୀ ବିସ୍ଫୋରଣର କନେକସନ: ବିସ୍ଫୋରକ ସାମଗ୍ରୀର ଯାଞ୍ଚ କରୁଥିବା ସମୟରେ ବିସ୍ଫୋରଣ

Nov-15-2025 06:32 PM IST
ଭେଣ୍ଟିଲେଟର ସପୋର୍ଟରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର , ସହାୟତା ମାଗିଲେ ମା

ଭେଣ୍ଟିଲେଟର ସପୋର୍ଟରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର , ସହାୟତା ମାଗିଲେ ମା

Nov-15-2025 06:26 PM IST
ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?

ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?

Nov-15-2025 03:45 PM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-15-2025 03:17 PM IST
ବିହାରରେ ସୁଶାସନର ବିଜୟ : ମୋଦି

ବିହାରରେ ସୁଶାସନର ବିଜୟ : ମୋଦି

Nov-14-2025 07:29 PM IST
NDA ମେଣ୍ଟ ୧୯୦ ଆସନରେ ଏବଂ ମହାଗଠବନ୍ଧନ ୫୦ ଆସନରେ ଆଗୁଆ

NDA ମେଣ୍ଟ ୧୯୦ ଆସନରେ ଏବଂ ମହାଗଠବନ୍ଧନ ୫୦ ଆସନରେ ଆଗୁଆ

Nov-14-2025 07:23 PM IST
ନୂଆପଡ଼ାରେ  ପଦ୍ମ ଫୁଟିଲା, ଜୟ ଜିତିଲେ

ନୂଆପଡ଼ାରେ ପଦ୍ମ ଫୁଟିଲା, ଜୟ ଜିତିଲେ

Nov-14-2025 04:35 PM IST
  • About
  • Careers
  • Contact Us
Sunday, November 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

by M M
Sep-18-2024 02:37 PM IST
in ରାଜ୍ୟ
0
ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ
492
SHARES
1.4k
VIEWS
Share on FacebookShare on Twitter

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର ସସ୍‌ପେଣ୍ଡ ହୋଇଛନ୍ତି। କ୍ୟାପଟେନ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କ ବୟାନ ରେକର୍ଡ କରିପାରେ ପୋଲିସ। ଗତ ଶନିବାର ରାତି ଅଧରେ ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳରେ କେତେକ ଦୁବୃର୍ତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ ଅଭିଯୋଗ କରିବାକୁ ଯାଇଥିଲେ। ଜଣେ ମହିଳା ଅଫିସରଙ୍କୁ ଅଭିଯୋଗ ରଖିବାକୁ କହିବା ପରେ ସେ ଶୁଣିନଥିଲେ। ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବଂଶଙ୍କୁ  ସାର୍ଟ ଖୋଲି ଥାନାରେ ବସାଇ ଦେଇଥିଲେ।

ସେହିପରି ଏଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳମୟୀ ସାହୁ ଓ ସାଗରିକା ରଥ ସସ୍‌ପେଣ୍ଡ ହୋଇଛନ୍ତି। କନଷ୍ଟେବଲ ବଳରାମ ହାଁସଦା ମଧ୍ୟ ନିଲମ୍ବିତ ହୋଇଛନ୍ତି। ଏହା ପୂର୍ବରୁ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ମୁଖ୍ୟାଳୟକୁ ବଦଳି କରାଯାଇଥିଲା। ସେହିପରି ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ସଲିଳମୟୀ ସାହୁଙ୍କୁ ଡିସିପି କାର୍ଯ୍ୟାଳୟ ଓ କନେଷ୍ଟବଳ ବଳରାମ ହାଁସଦାଙ୍କୁ ଭୁବନେଶ୍ବର ଆରଓକୁ ବଦଳି ହୋଇଥିଲା।

Share197Tweet123
M M

M M

ଆଜିର ପାଗ

Bhubaneswar
November 16, 2025, 3:30 AM
 

N
Clear sky
17°C
0.9 m/s
Apparent: 18°C
Pressure: 1016 mb
Humidity: 77%
Winds: 0.9 m/s N
Windgusts: 8.1 m/s
UV-Index: 0
Precip.: 0mm /0% / Rain
Sunrise: 5:56 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

November 15, 2025
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

November 15, 2025

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

November 15, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom