• Latest
  • Trending
ନସରଲ୍ଲାର ମୃତ୍ୟୁ ପରେ ହିଜବୁଲ୍ଲାର ନୂଆ ମୁଖିଆ ହେଲା ହସିମ ସଫିଦ୍ଦିନ

ନସରଲ୍ଲାର ମୃତ୍ୟୁ ପରେ ହିଜବୁଲ୍ଲାର ନୂଆ ମୁଖିଆ ହେଲା ହସିମ ସଫିଦ୍ଦିନ

Sep-29-2024 06:17 PM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

Dec-15-2025 06:15 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ନସରଲ୍ଲାର ମୃତ୍ୟୁ ପରେ ହିଜବୁଲ୍ଲାର ନୂଆ ମୁଖିଆ ହେଲା ହସିମ ସଫିଦ୍ଦିନ

by M M
Sep-29-2024 06:17 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ଆତଙ୍କବାଦୀ ସଂଗଠନ ହିଜବୁଲ୍ଲାର ନୂଆ ମୁଖିଆ ହେଲା ହସିମ୍ ସଫିଦ୍ଦିନ । ନସରଲ୍ଲାର ମୃତ୍ୟୁ ପରେ କିଏ ମୁଖ୍ୟ ହେବ ତାକୁ ନେଇ ଚର୍ଚା ହେଉଥିଲା । ଲେବାନନର ରାଜଧାନୀ ବେରୁତରେ ଲୁଚି ଥିଲା ନସରଲ୍ଲା । ଯେଉଁ ବିଲଡିଂରେ ସେ ରହୁଥିଲା, ସେଠାରେ ଘନ ଘନ ଆକ୍ରମଣ କରି ୮୦ରୁ ଅଧିକ ବୋମା ମାଡ଼ କରିଥିଲା ଇସ୍ରାଏଲ । ଏଥିରେ ହିଜବୁଲ୍ଲାର ମୁଖିଆ ସହିତ ତାର ଅନେକ ସହଯୋଗୀଙ୍କ ମୃତ୍ୟୁ ହୋଇଛି । ପରେ ସଫିଦ୍ଦିନକୁ ଏହି ଆତଙ୍କବାଦୀ ସଂଗଠନର ନୂଆ ମୁଖିଆ ଭାବେ ଘୋଷଣା କରାଯାଇଛି । ହସିମ ପୂର୍ବରୁ ନସରୁଲ୍ଲାର  ଉତ୍ତରାଧିକାରୀ ଭାବେ  ପରିଚିତ ଥିଲା ।  ୨୦୧୭ରେ ସଫିଦ୍ଦିନକୁ ଆତଙ୍କବାଦୀ ଘୋଷଣା କରିଥିଲା ଆମେରିକା । ଗତକାଲିର ବୋମା ମାଡ଼ରେ ସଫିଦ୍ଦିନର ମଧ୍ୟ ମୃତ୍ଯୁ ହୋଇଥିବା ପ୍ରଥମେ କୁହାଯାଇଥିଲା । କିନ୍ତୁ ପରେ ଜଣାପଡ଼ିଥିଲା ସେ ଜୀବୀତ ଅଛି । ହିଜବୁଲ୍ଲାର ରାଜନୈତିକ ବ୍ୟାପାର ବୁଝାବୁଝି କରେ ସଫିଦ୍ଦିନ । ତା’ସହିତ ସଂଗଠନର ଜିହାଦ କାଉନସିଲର ମଧ୍ୟ ସେ ସଭ୍ୟ ଅଛି । ଇରାନ ସହିତ ତାର ରହିଛି ଘନିଷ୍ଠ ସଂପର୍କ । କିଛି ଦିନ ତଳେ ଇସ୍ରାଏଲର ଆକ୍ରମଣରେ ନିହତ ହୋଇଥିବା ଜୈନାବ ସୋଲେମାନଙ୍କ ଜ୍ଵାଇଁ ହେଉଛି ସଫିଦ୍ଦିନ । ସେ ମଧ୍ୟ ବହୁ ଦିନରୁ ହିଜବୁଲ୍ଲାରେ ଯୋଗ ଦେଇଥିଲା । ନବେ ଦଶକରୁ ହିଁ ନସରଲ୍ଲାର ଉତ୍ତରାଧିକାରୀ ଭାବେ ସେ ପରିଚିତ ଥିଲା ବୋଲି କୁହାଯାଏ । ହିଜବୁଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ, ଅର୍ଥ ବ୍ୟାପାରର ମୁଖ୍ୟ ହେଉଛି ସଫିଦ୍ଦିନ । ନସରଲ୍ଲା କେବଳ ମିଲିଟାରି ଦାୟିତ୍ଵ ସମ୍ଭାଳୁଥିଲା । ଆତଙ୍କବାଦୀ ସଂଗଠନ ହିଜବୁଲ୍ଲାର ନୂଆ ମୁଖିଆ ହେଲା ହସିମ୍ ସଫିଦ୍ଦିନ । ନସରଲ୍ଲାକୁ ଇସ୍ରାଏଲ ହତ୍ୟା କରିବା ପରେ ସଫିଦ୍ଦିନକୁ ହିଜବୁଲ୍ଲାର ନୂଆ ମୁଖିଆ ଭାବେ ଘୋଷଣା କରାଯାଇଛି । ସଫିଦ୍ଦିନ ହେଉଛି ନସରଲ୍ଲାର ସଂପର୍କୀୟ । ଗତକାଲି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନସରଲ୍ଲାର ମୃତ୍ୟୁ ହୋଇଥିଲା ।

ଲେବାନନର ରାଜଧାନୀ ବେରୁତରେ ଲୁଚି ଥିଲା ନସରଲ୍ଲା । ଯେଉଁ ବିଲଡିଂରେ ସେ ରହୁଥିଲା, ସେଠାରେ ଘନ ଘନ ଆକ୍ରମଣ କରି ୮୦ରୁ ଅଧିକ ବୋମା ମାଡ଼ କରିଥିଲା ଇସ୍ରାଏଲ । ଏଥିରେ ହିଜବୁଲ୍ଲାର ମୁଖିଆ ସହିତ ତାର ଅନେକ ସହଯୋଗୀଙ୍କ ମୃତ୍ୟୁ ହୋଇଛି । ପରେ ସଫିଦ୍ଦିନକୁ ଏହି ଆତଙ୍କବାଦୀ ସଂଗଠନର ନୂଆ ମୁଖିଆ ଭାବେ ଘୋଷଣା କରାଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
December 16, 2025, 7:09 AM
 
NNW
Fog
14°C
0.9 m/s
Apparent: 18°C
Pressure: 1016 mb
Humidity: 83%
Winds: 0.9 m/s NNW
Windgusts: 3.3 m/s
UV-Index: 0
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom