• Latest
  • Trending
ହୋସ ଉଡ଼ାଇବ ଝୋଟ ବ୍ୟାଗ

ହୋସ ଉଡ଼ାଇବ ଝୋଟ ବ୍ୟାଗ

Sep-04-2024 05:03 PM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

Dec-15-2025 06:15 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ହୋସ ଉଡ଼ାଇବ ଝୋଟ ବ୍ୟାଗ

by M M
Sep-04-2024 05:03 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି, ରାଜ୍ୟ
0
ହୋସ ଉଡ଼ାଇବ ଝୋଟ ବ୍ୟାଗ
491
SHARES
1.4k
VIEWS
Share on FacebookShare on Twitter

ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି। ନିର୍ବାଚନ ପୂବରୁ ୨ଟି ବ୍ୟାଗ ସହ ପରିବାର ପିଛା ୧ ହଜାର ଟଙ୍କା ବଣ୍ଟାଯାଇଥିଲା। ହଜାର ଟଙ୍କା ବଣ୍ଟନରେ ଖର୍ଚ୍ଚ ହୋଇଛି ମୋଟ ୯୫୯ କୋଟି ୫ ଲକ୍ଷ ଟଙ୍କା।

ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାରେ ଅର୍ଥାତ୍ ରାସନ କାର୍ଡ ଥିବା ହିତାଧିକାରୀଙ୍କୁ ହିଁ ମିଳିଥିଲା ୧୦୦୦ ଟଙ୍କା । ଏହା ସହିତ ୨ଟି ଲେଖାଏ ଝୋଟ ବ୍ୟାଗ୍‌ ବି ମିଳିଥିଲା।

ସେହିଭଳି ଏଥିରେ ସାମିଲ ଥିବା ପରିବାରଙ୍କୁ ଦୁଇଟି ଲେଖାଏଁ ଝୋଟ ତିଆରି ବ୍ୟାଗ୍‌ ଦେଇଥିଲେ ପୂର୍ବ ସରକାର । ରାଜ୍ୟର ମୋଟ ୯୫.୯୦ ଲକ୍ଷ ପରିବାର ଏଥିରେ ଉପକୃତ ହୋଇଥିଲେ।୯୫.୯୦ ଲକ୍ଷ ପରିବାରକୁ ୧୦୦୦ ଟଙ୍କା ଲେଖାଏଁ ଓ ଦୁଇଟି ଝୋଟ ବ୍ୟାଗ୍‌ ବାବଦକୁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 16, 2025, 9:16 AM
 
N
Clear sky
21°C
0.6 m/s
Apparent: 18°C
Pressure: 1016 mb
Humidity: 83%
Winds: 0.6 m/s N
Windgusts: 3.3 m/s
UV-Index: 0
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom