• Latest
  • Trending
୨ ନୂଆ ଯୋଜନାକୁ କ୍ୟାବିନେଟ୍ ମୋହର

୨ ନୂଆ ଯୋଜନାକୁ କ୍ୟାବିନେଟ୍ ମୋହର

Nov-13-2024 11:28 PM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

୨ ନୂଆ ଯୋଜନାକୁ କ୍ୟାବିନେଟ୍ ମୋହର

by M M
Nov-13-2024 11:28 PM IST
in Uncategorized, ବଡ଼ ଖବର, ରାଜ୍ୟ
0
୨ ନୂଆ ଯୋଜନାକୁ କ୍ୟାବିନେଟ୍ ମୋହର
491
SHARES
1.4k
VIEWS
Share on FacebookShare on Twitter

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ମୋଟ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ରାଜ୍ୟ ସରକାରଙ୍କ ବିଭିନ୍ନ ନିଯୁକ୍ତି ଏଜେନ୍ସୀ ଦ୍ୱାରା ଆୟୋଜିତ ପରୀକ୍ଷାରେ ଅନିୟମିତତାକୁ ନେଇ ବାରମ୍ବାର ବିବାଦ ଦେଖାଦେବା ପରେ ମୋହନ ମାଝୀ ସରକାର କଠୋର ଆଭିମୁଖ୍ୟ ଆପଣାଇଛନ୍ତି । ଏଣିକି ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା କଲେ ଅପରାଧୀଙ୍କୁ ୩ରୁ ୫ବର୍ଷ ଜେଲଦଣ୍ଡ ସହ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମାନ ଦେବାକୁ ପଡ଼ିବ । ଏଥିପାଇଁ ଓଡ଼ିଶା ସାର୍ବଜନୀନ ପରୀକ୍ଷା(ଅନୁଚିତ୍ ସାଧନ ନିବାରଣ) ଆଇନ-୨୦୨୪କୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ୫ଟି, ସାଧାରଣ ପ୍ରଶାସନ ବିଭାଗର ଗୋଟିଏ ଓ ଜଳସମ୍ପଦ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ରହିଥିବାବେଳେ ବିଧାନସଭା ଅଧିବେଶନ ଆହୂତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ ମିଳିଛି । ମୁଖ୍ୟ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରୀ ଚାକିରି ଚୟନ ପରୀକ୍ଷାରେ ପାରଦର୍ଶିତା ଆଣିବା ପାଇଁ ‘ଓଡ଼ିଶା ସାର୍ବଜନୀନ ପରୀକ୍ଷା(ଅନୁଚିତ୍ ସାଧନ ନିବାରଣ) ଆଇନ-୨୦୨୪’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।

ରାଜ୍ୟ ଯୋଜନା ‘ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା’ ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ ୨୦୨୪-୨୫ରୁ ୨୦୨୮-୨୯ ମସିହା ପର୍ଯ୍ୟନ୍ତ ୫ବର୍ଷ ପାଇଁ ମୋଟ ୧୦୩୧.୧୯କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିରେ ୩ଲକ୍ଷ ୭୩ହଜାର ୯୨୮ଜଣ ଚାଷୀ ଓ ମହିଳା ଏସଏଚଜି ଉପକୃତ ହେବେ ଏବଂ ରାଜ୍ୟରେ ଅତିରିକ୍ତ ଭାବେ ବାର୍ଷିକ ୯୫.୫୮ ଏମଟିଏମ୍ କୁକୁଡ଼ା ମାଂସ ଓ ଦୈନିକ ୫.୫ଲକ୍ଷ ଅଣ୍ଡା ଉତ୍ପାଦନ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ନୂଆ ରାଜ୍ୟ ଯୋଜନା ଗୋମାତା(ଗୋଲ୍ ଫର ମ୍ୟାନେଜମେଂଟ ଆଣ୍ଡ ଟ୍ରିଟମେଂଟ ଅଫ ଆନିମଲ)କୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ୨୦୨୪-୨୫ରୁ ୨୦୨୬-୨୭ ମସିହା ପର୍ଯ୍ୟନ୍ତ ୩ବର୍ଷ ପାଇଁ ଏହି ଯୋଜନାରେ ମୋଟ ୩୪୨.୬୫କୋଟି ଟଙ୍କା ବ୍ୟୟବରାଦ ରହିଛି । ଏହି ଯୋଜନାରେ ରାଜ୍ୟ ଚାଷୀମାନଙ୍କୁ ପ୍ରାଣୀ ଚିକିତ୍ସାଳୟ, ପ୍ରାଣୀଧନ ସହାୟତା କେନ୍ଦ୍ର ଓ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ସେବା ମାଧ୍ୟମରେ ଚିକିତ୍ସା, ଟୀକାକରଣ, ରୋଗ ନିୟନ୍ତ୍ରଣ ଆଦି ସେବା ଯୋଗାଇ ଦିଆଯିବ । ଏହି ଯୋଜନାରେ ବାର୍ଷିକ ଅଢ଼େଇ କୋଟି ଟୀକାକରଣ ଓ ବାର୍ଷିକ ୧.୩୦କୋଟି ପ୍ରାଣୀଧନର ଚିକିତ୍ସା କରାଯାଇପାରିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 8:44 AM
 
NNW
Fog
17°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s NNW
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom