• Latest
  • Trending
ଆଇଫୋନ୍‍-୧୭ କ୍ରେଜ୍ ,  ମୁମ୍ବାଇ ଷ୍ଟୋର ସାମ୍ନାରେ ଠେଲାପେଲା

ଆଇଫୋନ୍‍-୧୭ କ୍ରେଜ୍ ,  ମୁମ୍ବାଇ ଷ୍ଟୋର ସାମ୍ନାରେ ଠେଲାପେଲା

Sep-19-2025 10:48 AM IST
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଇଫୋନ୍‍-୧୭ କ୍ରେଜ୍ ,  ମୁମ୍ବାଇ ଷ୍ଟୋର ସାମ୍ନାରେ ଠେଲାପେଲା

by M M
Sep-19-2025 10:48 AM IST
in ବଡ଼ ଖବର
0
ଆଇଫୋନ୍‍-୧୭ କ୍ରେଜ୍ ,  ମୁମ୍ବାଇ ଷ୍ଟୋର ସାମ୍ନାରେ ଠେଲାପେଲା
491
SHARES
1.4k
VIEWS
Share on FacebookShare on Twitter

ଆଇଫୋନ୍ -17 କ୍ରେଜ୍ ବଢ଼ିବାରେ ଲାଗିଛି । ଏହାକୁ କିଣିବାକୁ ଲମ୍ବା ଲାଇନ ଲାଗିଛି ।  ଆଜି ଲଞ୍ଚ ହୋଇଛି ଆଇଫୋନ୍‍-୧୭ । ଏଥିପାଇଁ ମୁମ୍ବାଇର ବିକେସି ଜିଓ ସେଣ୍ଟରରେ ଥିବା ଆପେଲ ଷ୍ଟୋର ବାହାରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଆଜି ଆଇଫୋନ୍‍ କିଣିବାକୁ ଲୋକଙ୍କ ମଧ୍ୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଯାହା ଫଳରେ ସୁରକ୍ଷା କମୀମାନେ ଆସି ଭିଡ଼ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ । ଏପରିକି ଗହଳି ଯୋଗୁ ସୁରକ୍ଷା କର୍ମୀ ଓ ଲୋକଙ୍କ ମଧ୍ୟରେ ମାରପିଟ୍‍ ପରିସ୍ଥିତି ଉପୁଜିଛି ।

ଭାରତରେ ଆଇଫୋନ୍‍-୧୭ ସିରିଜ୍‍ ବିକ୍ରୟ ଆରମ୍ଭ ହେବା ଘୋଷଣା ହେବା ପରେ ଏହାକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଉତ୍ସାହ ବଢ଼ିଛି  । ମୁମ୍ବାଇ ବାନ୍ଦ୍ରା କୁର୍ଲା କମ୍ପେ୍ଲକ୍ସ ଏବଂ ଦିଲ୍ଲୀର ସାକେତରେ ଥିବା ଆପେଲ ଷ୍ଟୋରରେ ଗହଳି ଲାଗିଛି ।  ଅନେକ ଗ୍ରାହକ ସାରା ରାତି ଧାଡିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ।  ଏପରିକି ମହାରାଷ୍ଟ୍ର ବାହାରୁ କିଛି ଲୋକ ମଧ୍ୟ ଆସିଥିବା ଜଣାପଡିଛି । ଭିଡ଼ିକୁ ଦେଖି ସ୍ପଷ୍ଟ ହେଉଛି ଯେ ଭାରତରେ ଆପେଲ ଆଇଫୋନ୍‍ ପ୍ରତି ଆଗ୍ରହ ନିରନ୍ତର ବୃଦ୍ଧି ପାଉଛି ।

ଆପେଲ୍‍  କମ୍ପାନି ସେପ୍ଟେମ୍ବର ୯ରେ ଆଇଫୋନ୍‍-୧୭ ବଜାରରେ ଲଞ୍ଚ କରିଥିଲା । ଏହାର ପ୍ରାରମ୍ଭିକ ମୂଲ୍ୟ ୮୨,୯୦୦ ଟଙ୍କା ରଖାଯାଇଛି । ନୂତନ ମଡେଲ୍‍ ଏବେ ଏକ ବଡ ୬.୩ ଇଞ୍ଚ ଡିସପ୍ଲେ ରହିଛି ।  କ୍ୟାମେରା ସିଷ୍ଟମରେ ମଧ୍ୟ ଏକ ବଡ ପରିବର୍ତ୍ତନ କରାଯାଇଛି । ଏଥିରେ ଏକ ୪୮-ମେଗାପିକ୍ସେଲ ଡୁଆଲ୍‍ ଫ୍ୟୁଜନ୍‍ କ୍ୟାମେରା ରହିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 4:58 PM
 

ESE
Partly cloudy
30°C
1.4 m/s
Apparent: 32°C
Pressure: 1011 mb
Humidity: 93%
Winds: 1.4 m/s ESE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

October 22, 2025
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom