• Latest
  • Trending

କେଉଁ ରାଶି ଆଜି ପାଇବେ ଅର୍ଥଲାଭ

Oct-13-2024 06:05 AM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ

କେଉଁ ରାଶି ଆଜି ପାଇବେ ଅର୍ଥଲାଭ

by M M
Oct-13-2024 06:05 AM IST
in ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
491
SHARES
1.4k
VIEWS
Share on FacebookShare on Twitter

ଅଦ୍ୟ ଅକ୍ଟୋବର ମାସ ୧୩ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- ଶୁକ୍ଳପକ୍ଷ
ତିଥି- ଦଶମୀ ଦିବା ଘ୦୯/୨୧ ଗତେ ଏକାଦଶୀ
ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୦୩/୪୧ ଗତେ ଶତଭିଷା
ଚନ୍ଦ୍ର – ମକର ଦିବା ଘ୦୪/୩୧ ଗତେ କୁମ୍ଭ
ଯୋଗ- ଶୂଳ
କରଣ – ଗର
ସୌରମାସ- କନ୍ୟା ୨୮ ଦିନ

ମେଷ : ଆଜି ବାଧକାଧିପ ରାଶିକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ଆଗକୁ ଗୋଡ ବଢାନ୍ତୁ। ଅଫିସ୍‌ ରେ କୈାଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁ ସାହାଯ୍ୟ କରିବେ। ବାଦାନୁବାଦ କାରଣରୁ କର୍ମକ୍ଷେତ୍ର ଅସ୍ଥିରତାପୂର୍ଣ୍ଣ ରହିବ।

ବୃଷ : ବକ୍ରୀ ବୃହସ୍ପତିଙ୍କ ଯୋଗୁଁ ନିଜ ଲୋକମାନଙ୍କର ଭୁଲ୍‌ ଧାରଣା ବୃଦ୍ଧିପାଇ କଳହର ରୂପ ନେଇପାରେ। ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ବନ୍ଧୁଙ୍କ ସହାୟତାରେ ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇପାରନ୍ତି। ଶିଳ୍ପ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ସହ ନୂତନ ସମସ୍ୟା ସୃଷ୍ଟି ହେବ।

ମିଥୁନ : ଧନାଧିପତିଙ୍କ ଧନସ୍ଥାନକୁ ଦୃଷ୍ଟି ହେତୁ ଆର୍ତିକ ସ୍ତିତି ବହୁତ ମଜ୍‌ବୁତ୍‌ ରହିବ। କର୍ମକ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ମାତ୍ର ପରିଶେଷରେ ସଫଳତା ହାସଲ କରିବେ। ପ୍ରତ୍ୟେକ କାମରେ ଆଗପଛ ବିଚାର କରି ହାତ ଦିଅନ୍ତୁ। ପାରଷ୍ପରିକ ବିବାଦ କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।

କର୍କଟ : ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କୃତି ଓ କୃତିତ୍ୱ ଜନିତ ଆପଣଙ୍କ ଲୋକପ୍ରିୟତାରୁ ମିତ୍ରମାନେ ଇର୍ଷାପରାୟଣ ହୋଇପାରନ୍ତି। ବନ୍ଧୁ ଓ ପରିଜନଙ୍କ ସହିତ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଳାନ୍ତି ଅନୁଭବ କରିବେ। କୈାଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ।

ସି˚ହ : ନୀଚ୍ଚାରୋହି ରାଶ୍ୟାଧିପତିଙ୍କ କାରଣରୁ ନିଜ ଚିନ୍ତାଧାରାର ବିପରୀତ କାର୍ଯ୍ୟକଳାପରେ ଅନୁତପ୍ତ ହୋଇପାରନ୍ତି। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ। ଭୁଲ୍‌ ବୁଝାମଣା ଯୋଗୁ ପାରିବାରିକ କ୍ଷେତ୍ର ବିବାଦୀୟ ରହିବ।

କନ୍ୟା : ସମସ୍ୟା ପିଛା ନଛାଡିଲେ ମଧ୍ୟ ଆପଣ ନୀରବ ନରହି ପ୍ରତିକାର ମୂଳକ ପଦ କ୍ଷେପ ନେଇପାରନ୍ତି। ବୁଧ ଯୁକ୍ତ ଶୁକ୍ର ହେତୁ ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଗତ କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଆକସ୍ମିକଭାବରେ ପିତାଙ୍କ ସ୍ବାସ୍ଥ୍ୟହାନୀ ଚିନ୍ତାର କାରଣ ହୋଇପାରେ।

ତୁଳା : ଚନ୍ଦ୍ର କେନ୍ଦ୍ରସ୍ଥାନରେ ଅବସ୍ଥାନ କରିଥିବାରୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର୍ର ପ୍ରାୟତଃ ଭଲ ରହିବ। ଗତକାଲି ଠାରୁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟିକୁ ଆଜି ସଂନ୍ଧ୍ୟ୍ୟାସୁଦ୍ଧା ଶେଷ କରିପାରିବେନି। ସଂଗଠନ,ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁମାନଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ।

ବିଛା : କୋଣସ୍ଥ ରାହୁଙ୍କ ପ୍ରଭାବରେ ମନକଥା ମନରେ ରଖି କାମ କରିଚାଲିବେ କିନ୍ତୁ ସୁଫଳୌ ଆଶା ଦୂରୁହ ହୋଇପାରେ। ଅବଶ୍ୟ କିଛି ପାଇବା ଆଶାରେ ଆପଣଙ୍କର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶତ୍ରୁ ମାନେ ଆଗରେ ନ ହେଲେ ମଧ୍ୟ ପଛରେ ଟୀକାଟିପ୍ପଣୀ ଦେଇପାରନ୍ତି।

ଧନୁ : ଚନ୍ଦ୍ରଙ୍କ ଦ୍ୱିତୀୟ ସ୍ଥିତି ହେତୁ ସକାଳୁ ସକାଳୁ ଶୁଭଖବର ପାଇ ମନ ହାଲୁକା ହୋଇଯିବ। ପରିସ୍ଥିତିରେ ପଡି ବାଧକତାରେ ଶେଷ ମୁହୁର୍ତରେ ନିଷ୍ପତି ପରିବର୍ତନ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 3:52 PM
 

S
Mainly clear
32°C
4.9 m/s
Apparent: 31°C
Pressure: 1007 mb
Humidity: 97%
Winds: 4.9 m/s S
Windgusts: 12 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom