• Latest
  • Trending
ଆସୁଛି ନିର୍ବାଚନ, ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଆସୁଛି ନିର୍ବାଚନ, ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

Oct-06-2025 08:49 AM IST
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ଆସୁଛି ନିର୍ବାଚନ, ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

by M M
Oct-06-2025 08:49 AM IST
in ମୁଖ୍ୟ ଖବର, ରାଜନୀତି
0
ଆସୁଛି ନିର୍ବାଚନ, ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ବଡ଼ ଘୋଷଣା କରିଛନ୍ତି। ନୂଆପଡ଼ା ପାଇଁ ୧୧୦୧ କୋଟି ଟଙ୍କାର ଭେଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆପଡ଼ା ଜିଲାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ବତନ୍ତ୍ର ବିମାନରେ ଆସି ଖରିଆରରୋଡ ଗୋତମାସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରି ସଡ଼କ ପଥରେ ନୂଆପଡ଼ା ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ସାମିଲ ହୋଇଥିଲେ । ଏଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହିତ ନିର୍ବାଚିତ ଜନପ୍ରତିନିଧି ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଏଥିସହ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ତଥା ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର , ଜିଲ୍ଲାପାଳ ମଧୁସୂଦନ ଦାଶ, ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, କଳାହାଣ୍ଡି ସାଂସଦ ମାଳବିକା ଦେଓ ଯୋଗ ଦେବେ। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ଭେଟି ଦେବେ ବୋଲି ଜିଲ୍ଲାବାସୀ ଆଶା କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 4:52 PM
 

E
Partly cloudy
31°C
1.6 m/s
Apparent: 32°C
Pressure: 1011 mb
Humidity: 93%
Winds: 1.6 m/s E
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

October 22, 2025
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom