• Latest
  • Trending
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

Sep-09-2025 11:21 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

Dec-27-2025 10:16 AM IST
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

Dec-27-2025 10:07 AM IST
ସୁଶାସନ ସପ୍ତାହ ଓ ବିଜେପିର ରଣନୀତି

ସୁଶାସନ ସପ୍ତାହ ଓ ବିଜେପିର ରଣନୀତି

Dec-27-2025 09:58 AM IST
ଶୀତର ପ୍ରକୋପ ଜାରି ରହିବ

ଶୀତର ପ୍ରକୋପ ଜାରି ରହିବ

Dec-27-2025 09:49 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-27-2025 06:54 AM IST
ଅନୁ ଗର୍ଗ: ଓଡ଼ିଶା ପ୍ରଶାସନର ନୂଆ ମଙ୍ଗୁଆଳ; ମୋହନ ସରକାରରେ ମହିଳା ଶକ୍ତିର ପ୍ରଭାବ

ଅନୁ ଗର୍ଗ: ଓଡ଼ିଶା ପ୍ରଶାସନର ନୂଆ ମଙ୍ଗୁଆଳ; ମୋହନ ସରକାରରେ ମହିଳା ଶକ୍ତିର ପ୍ରଭାବ

Dec-26-2025 07:56 PM IST
  • About
  • Careers
  • Contact Us
Saturday, December 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

by M M
Sep-09-2025 11:21 AM IST
in ଦେଶ ବିଦେଶ
0
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ
491
SHARES
1.4k
VIEWS
Share on FacebookShare on Twitter

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମୋଟ ୭୮୧ ଜଣ ଭୋଟର ଅଛନ୍ତି। ଲୋକସଭାର ୫୪୨ ଜଣ ସଦସ୍ୟ ଏବଂ ରାଜ୍ୟସଭାର ୨୩୯ ଜଣ ସଦସ୍ୟ ସେମାନଙ୍କର ଭୋଟ୍ ଦେବେ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ଆରମ୍ଭ ହେବ।

ଦେଶର ୧୭ତମ ଉପରାଷ୍ଟ୍ରପତି ପଦ ପାଇଁ ଆଜି ସଂସଦ ଭବନରେ ମତଦାନ ଅନୁଷ୍ଠିତ ହେଉଛି। ଭୋଟଦାନ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୦ଟାରେ ପ୍ରଥମେ ଭୋଟ ଦେଇଥିଲେ। ଭୋଟଦାନ ଆରମ୍ଭ ହେବା ପୂର୍ବରୁ ସମସ୍ତ ଏନଡିଏ ସାଂସଦ ସକାଳ ୯.୩୦ରେ ଏକ ଜଳଖିଆ ବୈଠକରେ ଯୋଗ ଦେଇଥିଲେ। ଏହା ପରେ ମତଦାନ ଆରମ୍ଭ ହୋଇଥିଲା। ତେବେ ଏନ୍‌ଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହୋଇଛନ୍ତି।  ଲୋକସଭାର ୫୪୨ ଜଣ ସଦସ୍ୟ ଏବଂ ରାଜ୍ୟସଭାର ୨୩୯ ଜଣ ସଦସ୍ୟ ସେମାନଙ୍କର ଭୋଟ୍ ଦେବେ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ଆରମ୍ଭ ହେବ।

ଏପର୍ଯ୍ୟନ୍ତ ୫୨୮ ଜଣ ସାଂସଦ ସେମାନଙ୍କର ମତଦାନ କରିଥିବା ବେଳେ ୬୭ ପ୍ରତିଶତ ମତଦାନ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଶିବରାଜ ସିଂହ ଚୌହାନ ଭୋଟ ଦେଇଛନ୍ତି।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଭୋଟ ଦେଇଛନ୍ତି।
Share196Tweet123
M M

M M

ଆଜିର ପାଗ

Bhubaneswar
December 27, 2025, 11:36 PM
 

NE
Mainly clear
16°C
1 m/s
Apparent: 17°C
Pressure: 1014 mb
Humidity: 97%
Winds: 1 m/s NE
Windgusts: 4.6 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:14 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

December 27, 2025
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 27, 2025
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

December 27, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom