• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Jan-13-2026 05:57 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଚାକିରିରେ ଉନ୍ନତି ଓ ଆୟ ବୃଦ୍ଧି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବୈବାହିକ ଜୀବନରେ ଭଲ ତାଳମେଳ ରହିବ। ଆନନ୍ଦପୂର୍ବକ ଦିନଟି ଅତିବାହିତ କରିବେ। ଛାତ୍ର ପାଠପଢ଼ାରେ ଧ୍ୟାନ ଦିଅନ୍ତୁ। ‌

ବୃଷ: ଆପଣଙ୍କ ମନ ପ୍ରସନ୍ନ ରହିବ। ଅଫିସ କାମ ସଂପୂର୍ଣ୍ଣ କରିବାରେ ସଫଳତା ପାଇବେ। ଆପଣଙ୍କୁ ଉନ୍ନତି ପାଇଁ ମଉକା ମିଳିବ। ପଇସା ଦିଆନିଆରେ ଟିକେ ସତର୍କ ରହନ୍ତୁ। ବେପାରରେ ଲାଭ ହେବ।

‌ମିଥୁନ: ଆପଣ କିଛି ଅନୁଭବୀ ଲୋକଙ୍କ ସହ ମିଶିବେ। ବେପାରରେ ଉନ୍ନତି ହେବ। ଆର୍ଥିକ ସ୍ଥିତିରେ ଅନୁକୂଳ ପରିଣାମ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ।

କର୍କଟ: ଦିନଟି ଆପଣଙ୍କ ପାଇଁ ସକାରାତ୍ମକ ରହିବ। ଅଫିସରେ ସହକର୍ମୀଙ୍କ ସହିତ ଭଲ ତାଳମେଳ ରହିବ। କତୃପକ୍ଷ ଆପଣଙ୍କ ଦେଖି ଖୁସି ହେବେ। ଆପଣଙ୍କର ଦରମା ବୃଦ୍ଧି ହୋଇପାରେ।

ସିଂହ: ପୁରୁଣା ଜମିବାଡ଼ିରେ ଆପଣଙ୍କୁ ଭଲ ଲାଭ ମିଳିବ। ଆପଣଙ୍କୁ କୌଣସି ବଡ଼ ସଫଳତା ହାସଲ ହେବ। ପ୍ରେମୀ ଯଚଗଳଙ୍କ ଲାଗି ଦିନଟି ଭଲ ରହିବ। ଛାତ୍ରୀଛାତ୍ରୀ କିଛି ନୂଆ ଶିଖିବେ।

କନ୍ୟା: ଦିନଟି ଆପଣଙ୍କର ଆନନ୍ଦ ଓ ଉତ୍ସାହରେ ପରିପୂର୍ଣ୍ଣ ରହିବ। ବନ୍ଧୁର ସହଯୋଗ ପାଇବେ। ଆଶା ଠାରୁ ଅଧିକ ଲାଭର ସମ୍ଭାବନା ବଢ଼ିବ। ସକାରାତ୍ମକ ମାନସତା ଆପଣଙ୍କୁ ଚାକିରିରେ ଉନ୍ନତି ଆଣିଦେବେ।

ତୁଳା: କାର୍ଯ୍ୟରେ ଜୀବନସାଥୀର ସହଯୋଗ ପାଇବେ। କୌଣସି ବ୍ୟବସାୟ ସମ୍ମିଳନୀରେ ଯୋଗ ଦେବାକୁ ଯିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ବିଛା: ଶିକ୍ଷାକ୍ଷେତ୍ରରେ ଆପଣଙ୍କର କୌଣସି ମନୋକାମନା ପୂରଣ ହେବ। ବ୍ୟବସାୟରେ ଆଶାଜନକ ପରିଣାମ ପାଇବେ। ପ୍ରତିଯୋଗୀ ପରୀକ୍ଷାରେ ଫର୍ମ ଭରିବା ପାଇଁ ମନ ହେବ।

ଧନୁ: ବ୍ୟବସାୟ ପାଇଁ ପ୍ରସ୍ତୁତ କରିଥିବା ଯୋଜନା ଫଳପ୍ରଦ ସାବ୍ୟସ୍ତ ହେବ। ଆପଣଙ୍କ ଭିତରେ କଳାତ୍ମକ ଜିନିଷ ପ୍ରତି ଉତ୍ସାହ ରହିବ। କୌଣସି ବି କଥାରେ ତୁରନ୍ତ ପ୍ରତିକ୍ରିୟା ଦିଅନ୍ତୁ ନାହିଁ। ‌

ମକର: ଚାକିରି ଖୋଜୁଥିବା ଯୁବକଙ୍କୁ ଭଲ ଚାକିରି ମିଳିବା ଯୋଗ ଅଛି। ଆପଣଙ୍କର ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ପ୍ରିୟଜନଙ୍କ ସହ ସମ୍ବନ୍ଧରେ ନୂତନତ୍ବ ଆସିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ‌

କୁମ୍ଭ: ଆପଣଙ୍କୁ ଭଲ ଉଦ୍ୟୋଗରେ ଚାକିରି ପାଇଁ ପ୍ରସ୍ତାବ ମିଳିବ। ଜୀବନସାଥୀ ସହିତ ଭଲ ସମୟ ବିତାଇବେ। ଛୋଟ ଛୋଟ କଥାରେ ରାଗନ୍ତୁ ନାହିଁ। ଆପଣଙ୍କ କାମ କରିବା ନିୟମରେ ପରିବର୍ତ୍ତନ ଆଣିବେ।

ମୀନ: ଆପଣଙ୍କର ଦିନଟି ଶୁଭ ରହିବ। ଅଧ୍ୟୟନ ଓ ଅଧ୍ୟାପନ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ। ପ୍ରଶାସନିକ ସେବା ପାଇଁ ପ୍ରୟାସ କରୁଥବା ବ୍ୟକ୍ତି ବିଶେଷଙ୍କୁ ନୂଆ ଅବସର ପ୍ରାପ୍ତ ହେବ। ‌

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 8:33 AM
 

W
Fog
25°C
0 m/s
Apparent: 29°C
Pressure: 1012 mb
Humidity: 94%
Winds: 0 m/s W
Windgusts: 8.2 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom