• Latest
  • Trending

ଗାଡ଼କଣରେ କ୍ଷୀରି ଖାଇଲେ ମୋଦି

Sep-17-2024 03:50 PM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
odisha.newsroom.in

ମହଳାଙ୍କୁ ହୋଟେଲ ନେଇ କହିଲା, ମୁଁ ଶିବଙ୍କ ଅବତାର ଆଉ ତୁମେ ସାକ୍ଷାତ ପାର୍ବତୀ…ତାପରେ…

Mar-27-2026 12:37 PM IST
odisha.newsroom.in

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି

Mar-27-2026 12:09 PM IST
odisha.newsroom.in

ଆଜି ରାମନବମୀ…ସାରା ଜଗତ ରାମମୟ…ଶୁଭୁଛି ଜୟ ଶ୍ରୀରାମ ନାରା

Mar-27-2026 11:46 AM IST
odisha.newsroom.in

ପେଟ୍ରୋଲ ଓ ଡିଜେଲ ଉପରୁ ସରକାର କମାଇଲେ ଟ୍ୟାକ୍ସ, କମିବ ଦର ?

Mar-27-2026 11:22 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-27-2026 08:32 AM IST
  • About
  • Careers
  • Contact Us
Friday, March 27, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଗାଡ଼କଣରେ କ୍ଷୀରି ଖାଇଲେ ମୋଦି

by M M
Sep-17-2024 03:50 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

କ୍ଷୀରି ଖାଇଲେ ମୋଦି । ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ପ୍ରସ୍ତୁତ ହୋଇଥିବା କ୍ଷୀରି ଖାଇଛନ୍ତି। ମୋଦି କିଛି ସମୟ ପାଇଁ ଅନ୍ତର୍ଯ୍ୟାମୀଙ୍କ ଘରକୁ ଯାଇ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଛୋଟ ଛୁଆଙ୍କ ମୁଣ୍ଡରେ ହାତ ମାରିଥିଲେ। ସେଠାରେ ସେ ପୂଜାର୍ଚ୍ଚନା ବି କରିଥିଲେ ।ମୋଦିଙ୍କୁ ସ୍ୱାଗତ କରିବାକୁ ଗାଡ଼କଣବାସୀ ବେଶ୍‌ ଉତ୍ସାହର ସହ ଅପେକ୍ଷା କରିଥିଲେ। ସେଠାରେ ପହଞ୍ଚିବା ପରେ ମୋଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ୨୦ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇଛନ୍ତି। ସେମାନଙ୍କ ମଧ୍ୟରେ ୧୦ ଜଣ ହିତାଧିକାରୀ, ୮ ଜଣ ଏସଏଚଜି ମହିଳା ଏବଂ ୨ ଜଣ ପିଏମ ସସ୍ୱନିଧି ଯୋଜନାର ହିତାଧିକାରୀଙ୍କ ଥିବା ଜଣାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ଗାଡ଼କଣରେ ଉପସ୍ଥିତ ଥିଲେ। ମୋଦି ହିତାଧିକାରୀମାନଙ୍କ ସହ ଅଧ ଘଣ୍ଟା କାଳ ଆଲୋଚନା କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 27, 2026, 6:40 PM
 

S
Overcast
30°C
2.8 m/s
Apparent: 33°C
Pressure: 1007 mb
Humidity: 75%
Winds: 2.8 m/s S
Windgusts: 8.1 m/s
UV-Index: 0.05
Precip.: 7.6mm /35% / Rain
Sunrise: 5:44 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom