ଚମକାଇଦେଉଛି ନିର୍ବାଚନ ଫଳାଫଳ ଟ୍ରେଣ୍ଡ
ସକାଳୁ ହରିଆଣାରେ କଂଗ୍ରେସ ଆଗରେ ରହିଥିବା ବେଳେ ଏବେ ଟ୍ରେଣ୍ଡ୍ ପରିବର୍ତ୍ତନ ହୋଇଛି। କଂଗ୍ରେସ ତୁଳନାରେ ବିଜେପି ରାଜ୍ୟରେ ଅଧିକ ଆସନରେ ଆଗୁଆ ରହିଛି। ରାଜ୍ୟର 90ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ 49ଟି ଟିରେ ବିଜେପି ଆଗରେ ଥିବାବେଳେ କଂଗ୍ରେସ 35ରେ ଆଗୁଆ ରହିଛି।




/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)




