• Latest
  • Trending

ଚାଲିଗଲେ ନିରଞ୍ଜନ ; କାନ୍ଦିଲେ ମୋହନ

Nov-27-2024 12:04 AM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

Oct-22-2025 07:10 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଚାଲିଗଲେ ନିରଞ୍ଜନ ; କାନ୍ଦିଲେ ମୋହନ

by M M
Nov-27-2024 12:04 AM IST
in ବଡ଼ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ବିଜେପି କେନ୍ଦୁଝର ନଗର ମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘନିଷ୍ଠ ଥିବା ନିରଞ୍ଜନ ଶତପଥୀଙ୍କ ଦେହାନ୍ତ ହୋଇଛି । ତାଙ୍କ ଶେଷ ଦର୍ଶନ କରିବା ପାଇଁ କେନ୍ଦୁଝରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ନିରଞ୍ଜନଙ୍କ ଶେଷଯାତ୍ରାରେ ସାମିଲ ହେବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ନିରଞ୍ଜନଙ୍କ ଦେହାନ୍ତ ପରେ ତାଙ୍କ ପରିବାରର ଥିବା ଅସୁବିଧାକୁ ଦୂର କରିବା ପାଇଁ ଆଶ୍ଵାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାପରେ ତାଙ୍କ ଶେଷଯାତ୍ରାରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ । ପରେ ସ୍ଥାନୀୟ ସର୍କିଟ ହାଉସରେ କିଛି ସମୟ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବା ସହ ଭୁବନେଶ୍ଵର ଅଭିମୁଖେ ରାଇସୁଆଁ ଏୟାର ପୋର୍ଟରୁ ବାହାରି ଯାଇଥିଲେ । ପ୍ରକାଶ ଯେ, ନିରଞ୍ଜନଙ୍କ ପୈତୃକ ଘର ବ୍ରହ୍ମପୁର ଜିଲ୍ଲାରେ ହୋଇଥିବା ବେଳେ ତାଙ୍କ ବାପା କେନ୍ଦୁଝରରେ ଚାକିରି କରୁଥିବାରୁ ପିଲା ବେଳୁ କେନ୍ଦୁଝରର ବାସିନ୍ଦା ହୋଇଯାଇଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 3:51 PM
 

ENE
Partly cloudy
32°C
2.3 m/s
Apparent: 31°C
Pressure: 1011 mb
Humidity: 86%
Winds: 2.3 m/s ENE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

October 23, 2025
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

October 23, 2025
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom