ବ୍ରହ୍ମଗିରିରେ ଜୋରଦାର ବିଜେଡିର ଚାଲିଛି ପ୍ରଚାର । ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ । ବିକାଶର ହିସାବ ଦେବା ସହ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅପିଲ୍ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । https://www.youtube.com/watch?v=eltMQbz61R4