• Latest
  • Trending
ଝାଡ଼ଖଣ୍ଡ ପ୍ରଚାର ବେଳେ ମିଥୁନଙ୍କ କିଏ ନେଲା ପର୍ସ?

ଝାଡ଼ଖଣ୍ଡ ପ୍ରଚାର ବେଳେ ମିଥୁନଙ୍କ କିଏ ନେଲା ପର୍ସ?

November 13, 2024
ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

September 11, 2025
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025
ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

September 10, 2025
ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

September 10, 2025
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

September 9, 2025
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
  • About
  • Careers
  • Contact Us
Saturday, September 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଝାଡ଼ଖଣ୍ଡ ପ୍ରଚାର ବେଳେ ମିଥୁନଙ୍କ କିଏ ନେଲା ପର୍ସ?

ପ୍ରଥମ ପର୍ଯ୍ୟାୟରେ ୬୫.୨୭ ପ୍ରତିଶତ ମତଦାନ

by M M
November 13, 2024
in ଦେଶ ବିଦେଶ
0
ଝାଡ଼ଖଣ୍ଡ ପ୍ରଚାର ବେଳେ ମିଥୁନଙ୍କ କିଏ ନେଲା ପର୍ସ?
491
SHARES
1.4k
VIEWS
Share on FacebookShare on Twitter

ଝାଡଖଣ୍ଡରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ସରିଛି ।  ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାର ୪୩ ବିଧାନସଭା ଆସନରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ କରାଯାଇଥିଲା।

ପ୍ରଥମ ପର୍ଯ୍ୟାୟ ଭୋଟ୍ ସହିତ, ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୬୮୩ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ, ସ୍ୱାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା, ରାଜ୍ୟସଭା ସାଂସଦ ମହୁଆ ମାଜି, ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କ ପତ୍ନୀ ଗୀତା କୋଡା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସଙ୍କ ପରି ରାଜନୈତିକ ଭାଗ୍ୟ ଇଭିଏମ‌୍‌‌ରେ ସିଲ୍ ହୋଇଛି।

ସେପଟେ ଦ୍ବିତୀୟ ପ୍ରର୍ଯାୟ ପାଇଁ ପ୍ରଚାର ଚାଲିଥିବା ବେଳେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଯାଇଥିବା ବିଜେପି ନେତା ତଥା ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପକେଟମାର୍ ହୋଇଛି।

ମିଥୁନ ପ୍ରଚାର କରିବାକୁ ପହଞ୍ଚିଥିବା ମଞ୍ଚରୁ ତାଙ୍କ ପର୍ସ ଚୋରି ହୋଇଥିବା ଜଣାପଡିଛି । ସୁରକ୍ଷା ମଧ୍ୟରେ ଥିବା ମିଥୁନଙ୍କ ପର୍ସ କିଏ ନେଲା ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

 

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

September 11, 2025
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025

Weather

Bhubaneswar
September 13, 2025, 10:43 pm
 

ENE
Partly cloudy
27°C
0.5 m/s
Apparent: 33°C
Pressure: 1006 mb
Humidity: 94%
Winds: 0.5 m/s ENE
Windgusts: 5.7 m/s
UV-Index: 0
Precip.: 5.1mm /58% / Rain
Sunrise: 5:33 am
Sunset: 5:50 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom