• Latest
  • Trending
ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍

ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍

Aug-07-2024 07:39 PM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
  • About
  • Careers
  • Contact Us
Monday, December 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍

ପ୍ରଥମରୁ ଲାଗିଲା ଝଟକା

by M M
Aug-07-2024 07:39 PM IST
in ଖେଳ
0
ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍
491
SHARES
1.4k
VIEWS
Share on FacebookShare on Twitter

ଶେଷ ଲିଗ ମ୍ୟାଚରେ ଭାରତ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଛି  । ଶେଷ ଖବର ସୁଧା ଭାରତ 6 ଉଇକେଟ ହରାଇ 100 ରନ କରିଛି । ରୋହିତ ଶର୍ମା କେବଳ ଭଲ ଖେଳିଥିବା ବେଳେ ଆଉ କୈାଣସି ବ୍ୟାଟର ଶ୍ରୀଲଙ୍କା ଟିମ୍ ର ସ୍ପିନକୁ ସାମନା କରିପାରୁନାହାଁନ୍ତି ।  ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଜିତିବା ପାଇଁ ଟିମ୍ ଇଣ୍ଡିଆ ଆଗରେ ଶ୍ରୀଲଙ୍କା ୨୪୯ ରନ୍‌ର ଟାର୍ଗେଟ ରଖିଛି। କିନ୍ତୁ ପ୍ରଥମରୁ ଭାରତୀୟ ଖେଳାଳୀମାନେ ସ୍ପିନ୍ ଆଗରେ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଛନ୍ତି ।  ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍ ସଂଗ୍ରହ କରିଥିଲା। ଗତ ଦୁଇଟି ମ୍ୟାଚ୍ ତୁଳନାରେ ଏଥର ଶ୍ରୀଲଙ୍କା ଓପନରମାନେ ନିଜ ଦଳର ଭଲ ଆରମ୍ଭ କରିଥିଲେ ଏବଂ ପ୍ରଥମ ୱିକେଟ୍ ପାଇଁ ୮୯ ରନ୍ ଯୋଡିଥିଲେ। ପୃଥମ୍ ନିସଙ୍କା ୪୫ ରନ୍ କରି ଅର୍ଦ୍ଧ ଶତକରୁ ବଞ୍ଚିତ ହୋଇଥିବାବେଳେ ଅଭିସ୍କା ଫର୍ନାଣ୍ଡୋ ୯୬ କରି ଶତକରୁ ବଞ୍ଚିତ ହୋଇଥିଲେ।  କୁସାଲ ମେଣ୍ଡିସ ୫୯ ରନ୍ କରିଥିଲେ। କାମିଣ୍ଡୁ ମେଣ୍ଡିସ୍ ୨୩ ରନ୍ କରିଥିଲେ। ଶ୍ରୀଲଙ୍କା ୭ ୱିକେଟ୍ ହରାଇ ୨୪୮ ରନ୍ କରିଥିଲା।

Share196Tweet123
M M

M M

ଆଜିର ପାଗ

Bhubaneswar
December 8, 2025, 5:54 AM
 

NNW
Overcast
14°C
0.9 m/s
Apparent: 16°C
Pressure: 1016 mb
Humidity: 78%
Winds: 0.9 m/s NNW
Windgusts: 5 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

December 7, 2025
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom