• Latest
  • Trending

ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍

Aug-07-2024 07:39 PM IST
odisha.newsroom.in

ଫସିଲେ ରିୟାନ ପରାଗ…ଅଶୋଭନୀୟ ଆଚରଣ ପାଇଁ ମିଳିଲା ଏହି ଦଣ୍ଡ

Apr-30-2026 05:12 PM IST
odisha.newsroom.in

ସାବଧାନ…ଆପଣଙ୍କ ବ୍ୟକ୍ତିଗତ ମେସେଜ ପଢୁଛି WhatsApp…ମିଳିଲା ପ୍ରମାଣ…

Apr-30-2026 04:37 PM IST
odisha.newsroom.in

କର୍ମଚାରୀଙ୍କ ପାଇଁ ନିଆରା ନିୟମ କଲେ କମ୍ପାନୀ ଫାଉଣ୍ଡର…ଅଫିସ ‘ପିକନିକ୍’ ଡେଲି

Apr-30-2026 03:36 PM IST
odisha.newsroom.in

ବିଧାନସଭାରେ ‘କଙ୍କାଳ’ ଝଡ଼: ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ ହୋହଲ୍ଲା

Apr-30-2026 01:05 PM IST
odisha.newsroom.in

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ଘୋର ଆର୍ଥିକ ସଙ୍କଟରେ ଘାଣ୍ଟି ହେଉଛି ପାକିସ୍ତାନ…ସରିଫ କହିଲେ…

Apr-30-2026 12:40 PM IST
odisha.newsroom.in

ପ୍ରକାଶ ପାଇଲା ICSE ରେଜଲ୍ଟ: ଜାଣନ୍ତୁ କେମିତି ଓ କେଉଁଠି ଦେଖିବେ ପରୀକ୍ଷାଫଳ

Apr-30-2026 12:11 PM IST
odisha.newsroom.in

ଇରାନର ଚେତାବନୀ…ଏମିତି ଅସ୍ତ୍ର ପ୍ରୟୋଗ କରିବୁ ଆମେରିକାର “ହାର୍ଟ ଆଟାକ୍” ଆସିପାରେ…

Apr-30-2026 11:40 AM IST
odisha.newsroom.in

ତାତିରୁ ମିଳିବ ତ୍ରାହି: କମିବ ପାରଦ…କାଳବୈଶାଖୀ ସହ କୁଆପଥର ବର୍ଷା ଚେତାବନୀ

Apr-30-2026 10:59 AM IST
Horoscope 2026 April 30: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 30: ଜାଣନ୍ତୁ ଆଜିର ରାଶିଫଳ…

Apr-30-2026 10:33 AM IST
odisha.newsroom.in

ନିର୍ବାଚନ ଶେଷ…କିଏ ଦଖଲ କରିବ କେଉଁ ରାଜ୍ୟ…କଣ କହୁଛି EXIT POLL ?

Apr-29-2026 06:58 PM IST
  • About
  • Careers
  • Contact Us
Friday, May 1, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୯ ରନ୍

ପ୍ରଥମରୁ ଲାଗିଲା ଝଟକା

by M M
Aug-07-2024 07:39 PM IST
in ଖେଳ
0
491
SHARES
1.4k
VIEWS
Share on FacebookShare on Twitter

ଶେଷ ଲିଗ ମ୍ୟାଚରେ ଭାରତ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଛି  । ଶେଷ ଖବର ସୁଧା ଭାରତ 6 ଉଇକେଟ ହରାଇ 100 ରନ କରିଛି । ରୋହିତ ଶର୍ମା କେବଳ ଭଲ ଖେଳିଥିବା ବେଳେ ଆଉ କୈାଣସି ବ୍ୟାଟର ଶ୍ରୀଲଙ୍କା ଟିମ୍ ର ସ୍ପିନକୁ ସାମନା କରିପାରୁନାହାଁନ୍ତି ।  ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଜିତିବା ପାଇଁ ଟିମ୍ ଇଣ୍ଡିଆ ଆଗରେ ଶ୍ରୀଲଙ୍କା ୨୪୯ ରନ୍‌ର ଟାର୍ଗେଟ ରଖିଛି। କିନ୍ତୁ ପ୍ରଥମରୁ ଭାରତୀୟ ଖେଳାଳୀମାନେ ସ୍ପିନ୍ ଆଗରେ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଛନ୍ତି ।  ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍ ସଂଗ୍ରହ କରିଥିଲା। ଗତ ଦୁଇଟି ମ୍ୟାଚ୍ ତୁଳନାରେ ଏଥର ଶ୍ରୀଲଙ୍କା ଓପନରମାନେ ନିଜ ଦଳର ଭଲ ଆରମ୍ଭ କରିଥିଲେ ଏବଂ ପ୍ରଥମ ୱିକେଟ୍ ପାଇଁ ୮୯ ରନ୍ ଯୋଡିଥିଲେ। ପୃଥମ୍ ନିସଙ୍କା ୪୫ ରନ୍ କରି ଅର୍ଦ୍ଧ ଶତକରୁ ବଞ୍ଚିତ ହୋଇଥିବାବେଳେ ଅଭିସ୍କା ଫର୍ନାଣ୍ଡୋ ୯୬ କରି ଶତକରୁ ବଞ୍ଚିତ ହୋଇଥିଲେ।  କୁସାଲ ମେଣ୍ଡିସ ୫୯ ରନ୍ କରିଥିଲେ। କାମିଣ୍ଡୁ ମେଣ୍ଡିସ୍ ୨୩ ରନ୍ କରିଥିଲେ। ଶ୍ରୀଲଙ୍କା ୭ ୱିକେଟ୍ ହରାଇ ୨୪୮ ରନ୍ କରିଥିଲା।

Share196Tweet123
M M

M M

ଆଜିର ପାଗ

Bhubaneswar
May 1, 2026, 2:05 AM
 

SW
Thunderstorm
28°C
6.1 m/s
Apparent: 30°C
Pressure: 1005 mb
Humidity: 88%
Winds: 6.1 m/s SW
Windgusts: 12.4 m/s
UV-Index: 0
Precip.: 2.5mm /78% / Rain
Sunrise: 5:17 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom