• Latest
  • Trending
ଢେଙ୍କାନାଳରେ ଦୁଷ୍କର୍ମ, ଆକ୍ସନ ମୋଡରେ ପ୍ରଭାତୀ

ଢେଙ୍କାନାଳରେ ଦୁଷ୍କର୍ମ, ଆକ୍ସନ ମୋଡରେ ପ୍ରଭାତୀ

Sep-09-2024 05:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-26-2025 06:56 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
  • About
  • Careers
  • Contact Us
Friday, December 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ଢେଙ୍କାନାଳରେ ଦୁଷ୍କର୍ମ, ଆକ୍ସନ ମୋଡରେ ପ୍ରଭାତୀ

by M M
Sep-09-2024 05:15 PM IST
in ଅପରାଧ, ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଢେଙ୍କାନାଳରେ  ଜଣେ ୨୨ ବର୍ଷିୟା ଯୁବତୀଙ୍କୁ ମାସାଧିକାଳ ଗଣ ଦୁଷ୍କର୍ମ ଅଭିଯୋଗ ହୋଇଛି । ୭ମାସର ଗର୍ଭବତୀ ପୀଡିତା ଥିବା କୁହାଯାଉଛି। ଘଟଣାକୁ ନେଇ ଢେଙ୍କାନାଳ ପୋଲିସ ତଦନ୍ତ ଜାରି ରଖିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଢେଙ୍କାନାଳ ଏସ୍‌ପି ମାମଲାର ତଦନ୍ତ ପାଇଁ ଜଣେ ମହିଳା ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରିଛନ୍ତି। ପୀଡ଼ିତାଙ୍କ ବୟାନ ଆଧାରରେ ପୁଲିସ ଗାଁରେ ପହଞ୍ଚି ୩ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏବେ ମଧ୍ୟ ଆଉ କିଛି ଅଭିଯୁକ୍ତ ଫେରାର ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି କରିଛି। ସେପଟେ ଏହି ଘଟଣାକୁ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ଅନୁସାରେ ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ଭାପୁର ଫାଣ୍ଡି ଅଞ୍ଚଳରେ ଏଭଳି ଏକ ଲଜ୍ୟାଜନକ ଘଟଣା ଘଟିଛି । ପୀଡିତା ମହିଳାଙ୍କ ବାପା ଜଣକ ଜଣେ ମାନସିକ ବିକାରଗ୍ରସ୍ତ ଥିଲେ। କିଛି ଦିନ ହେବ ସେ ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରରେ ତାଙ୍କ ବାପାଙ୍କ ସହ ରହୁଥିଲେ । ତେବେ ପ୍ରତ୍ୟେକ ଦିନ ରାତ୍ରି ସମୟରେ ପାଞ୍ଚରୁ ଅଧିକ ଯୁବକ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରୁଥିବାର ଅଭିଯୋଗ ହୋଇଛି। ଧମକ ଦେଉଥିଲେ , କାହାକୁ କହିଲେ ଜୀବନରୁ ମାରିଦେବୁ । ପୀଡିତା ଯୁବତୀଙ୍କୁ ସଖୀ କେନ୍ଦ୍ର ପକ୍ଷରୁ ଉଦ୍ଧାର କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
December 26, 2025, 4:04 PM
 

NNW
Mainly clear
25°C
1 m/s
Apparent: 17°C
Pressure: 1015 mb
Humidity: 96%
Winds: 1 m/s NNW
Windgusts: 5.2 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:14 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

December 26, 2025
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom