• Latest
  • Trending
ଦଳ ବଦଳିବ ପଦବୀ ରହିବ

ଦଳ ବଦଳିବ ପଦବୀ ରହିବ

November 26, 2024
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

June 20, 2025
  • About
  • Careers
  • Contact Us
Thursday, July 3, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ଦଳ ବଦଳିବ ପଦବୀ ରହିବ

by M M
November 26, 2024
in ମୁଖ୍ୟ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ସେପ୍ଟେମ୍ୱର ୬ ତାରିଖରେ ବିଜେଡିର ରାଜ୍ୟସଭା ସଦସ୍ୟ ପଦରୁ ସୁଜିତ କୁମାର ଇସ୍ତଫା ଦେଇଥିଲେ । ଏହା ପରେ ତାଙ୍କ ଆସନ ଖାଲି ଥିଲା । ଏବେ ତାଙ୍କ ସ୍ଥାନରେ ବିଜେପି କାହାକୁ ରାଜ୍ୟସଭା ପଠାଇବ ତାକୁ ନେଇ ଚର୍ଚ୍ଚା ହେଉଛି । ତେବେ କୁହାଯାଉଛି ବିଜେପି ସୁଜିତ କୁମାରଙ୍କୁ ପୁଣି ଥରେ ରାଜ୍ୟସଭାକୁ ପଠାଇବ ।

ଏହି ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଂଖ୍ୟା ଦୃଷ୍ଟିରୁ ବିଜେପି ଏହି ଆସନ ଜିତିବା ନିଶ୍ଚିତ । ସୁଜିତ କୁମାରଙ୍କ ଛଡା ଆଉ କିଛି ରାଜ୍ୟ ବରିଷ୍ଠ ବିଜେପି ନେତାଙ୍କ ନାଁ ଚର୍ଚ୍ଚାରେ ରହିଛି । କିନ୍ତୁ ଦଳ ତାଙ୍କୁ ପଠାଇବ ନାହିଁ । ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଉପସଭାପତି ଗୋଲକ ମହାପାତ୍ର ଙ୍କ ନାମ ଉଠୁଛି କିନ୍ତୁ ଦଳ ତାଙ୍କୁ ପଠାଇବା ଆଶଙ୍କା କମ୍ ।

ମମତା ମହନ୍ତ ଇସ୍ତଫା ଦେବା ପରେ ବିଜେପି ତାଙ୍କୁ ରାଜ୍ୟସଭାକୁ ପୁଣି ପଠାଇଛି । ସେହି ନ୍ୟାୟରେ ସୁଜିତ କୁମାରଙ୍କୁ ଦଳ ପଠାଇପାରେ । ଏହାପରେ ବିଜେଡିର ଆଉ ୭ ରାଜ୍ୟସଭା ସାଂସଦଙ୍କ ମଧ୍ୟରୁ ଆଉ କିଏ ଦଳ ଡେଇଁବ ସେ ଉପରେ ସମସ୍ତଙ୍କ ନଜର ରହିଛି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025

Weather

Bhubaneswar
July 3, 2025, 1:24 pm
 

SW
Thunderstorm
28°C
1.4 m/s
Apparent: 32°C
Pressure: 999 mb
Humidity: 95%
Winds: 1.4 m/s SW
Windgusts: 6.8 m/s
UV-Index: 0
Precip.: 12.7mm /78% / Rain
Sunrise: 5:11 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom