• Latest
  • Trending
ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

Sep-19-2025 10:29 AM IST
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

Oct-22-2025 07:10 PM IST
ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

Oct-22-2025 06:48 PM IST
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

by M M
Sep-19-2025 10:29 AM IST
in ବଡ଼ ଖବର
0
ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ
491
SHARES
1.4k
VIEWS
Share on FacebookShare on Twitter

ଗତ କିଛି ଦିନ ଧରି ବିଜେଡି ଉପରେ ଅସନ୍ତୋଷ ପ୍ରକାଶ କରୁଛନ୍ତି ଶ୍ରୀମୟୀ ମିଶ୍ର । ଯାହାକୁ ନେଇ ଦଳ ତାଙ୍କ ଉପରେ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚର୍ଚା ହେଉଛି । ଏହାରି ଭିତରେ  ଶୀମୟୀଙ୍କ ସପକ୍ଷରେ ବାହାରିଛନ୍ତି ରାଜ୍ୟସଭା ସାଂସଦ ତଥା କଟକ-ବାରବାଟୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ । ଶ୍ରୀମୟୀଙ୍କ କଟାକ୍ଷକୁ ନେଇ ସେ କହିଛନ୍ତି ଯେଉଁମାନେ ଦଳର ଭଲ ପାଇଁ କହୁଛନ୍ତି ତାଙ୍କ କଥା ଦଳ ଚିନ୍ତା କରିବା ଦରକାର । ଶ୍ରୀମୟୀଙ୍କ ସପକ୍ଷରେ ବାହାରିବା ସହ ଦେବାଶିଷ କହିଛନ୍ତି ଯେ ଶ୍ରୀମୟୀଙ୍କୁ ଦଳ ଅଣଦେଖା କରିଛି । ଶ୍ରୀମୟୀ ଦଳପାଇଁ ଅନେକ କାମ କରିଛନ୍ତି । ଦଳକୁ ନେଇ ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍‍ କହିଛନ୍ତି  । ଦେବାଶିଷ ଆହୁରି କହିଛନ୍ତି ଯେ ଦଳ ତାଙ୍କୁ ଟିକେଟ ଦେବାକୁ କହି ଟିକେଟ ଦେଲାନାହିଁ । ଦଳ ବିରୋଧରେ ମୁହଁ ଖୋଲିଲେ କିଛି ଅସୁବିଧା ନାହିଁ । ଏଭଳି ନେତାଙ୍କ ଉପରେ ଆକ୍ସନ ନେବା ଠିକ୍‍ ନୁହେଁ ।

ଦେବାଶିଷ ଆହୁରି କହିଛନ୍ତି ଯେ ପ୍ରଫୁଲ୍ଲ ମଲ୍ଲିକ, ଭାସ୍କର ରାଓ ସୁବିଧାବାଦୀ ନେତା ନୁହଁନ୍ତି । ସେମାନେ ଦଳ ପାଇଁ ଅନେକ କାର୍ଯ୍ୟ କରିଛନ୍ତି । ପ୍ରଫୁଲ୍ଲ ମଲ୍ଲିକ ଜଣେ ବରିଷ୍ଠ ନେତା, ବିଜେଡି ପାଇଁ ସେ ପରିଶ୍ରମ କରିଛନ୍ତି  । ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ସସ୍‍ପେଣ୍ଡ କରିବା ଭୁଲ ନିଷ୍ପତ୍ତି । ଭାସ୍କର ରାଓ ଭଳି ପୁରୁଖା ନେତା ବିଜେଡି ଛାଡି ଚାଲି ଯାଇଛନ୍ତି । ଯାହା ଦଳକୁ ଅନେକ କ୍ଷତି ପହଞ୍ଚାଇପାରେ । ସମସ୍ତଙ୍କ କଥା ଦଳ ଶୁଣିବା କଥା । ମତେ ଦଳ ଯାହା କୁହେ ମୁଁ ଶୁଣେ । ମତେ କେବେ ବି ଦଳରେ ଅଣଦେଖା କରାଯାଇନାହିଁ କହିଛନ୍ତି ଦେବାଶିଷ ସାମନ୍ତରାୟ ।

ସେପଟେ ଦେବାଶିଷଙ୍କ ଏଭଳି ବୟାନ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟିକା ତଥା ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା କହିଛନ୍ତି ଯେ କ୍ଷମତା ଉପଭୋଗ ପରେ ବୟାନବାଜି କରିବା ଦୁର୍ଭାଗ୍ୟଜନକ । ଦେବାଶିଷ ସାମନ୍ତରାୟ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଉଛନ୍ତି । ଦଳରେ କିଏ କଣ କରୁଛି ତାହା ଶୃଙ୍ଖଳା କମିଟି ଦେଖୁଛି । ଏ ବିଷୟରେ ଦଳର ସଭାପତି ମଧ୍ୟ ଅବଗତ ଅଛନ୍ତି । ସମସ୍ତେ ଦଳର ଶୃଙ୍ଖଳା ମାନି କାମ କରିବା ଉଚିତ  । ଦଳ ବଡ଼  ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 7:56 PM
 

ESE
Mainly clear
27°C
0.7 m/s
Apparent: 32°C
Pressure: 1011 mb
Humidity: 93%
Winds: 0.7 m/s ESE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

October 22, 2025
ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

October 22, 2025
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom