(WPL)ର ଫାଇନାଲ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଚମତ୍କାର ପ୍ରଦର୍ଶନ କରିଥିଲା ଏବଂ ଦିଲ୍ଲୀ କ୍ୟାପିଟାଲ୍ସକୁ 8 ରନରେ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହେବାର ଗୌରବ ପାଇଥିଲା। ମୁମ୍ବାଇର ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଖେଳାଯାଇଥିବା ଏହି ରୋମାଞ୍ଚକର ମ୍ୟାଚ୍ରେ ଦର୍ଶକମାନେ ଏକ କଠିନ ପ୍ରତିଯୋଗିତା ଦେଖିଥିଲେ, କିନ୍ତୁ ଶେଷରେ ମୁମ୍ବାଇ ଦଳ ଜିତିଥିଲା।