• Latest
  • Trending

ଦୁର୍ନୀତି ହଟାଅ ଓ ‘ଗାଦିମଡ଼ା ବାବୁଙ୍କୁ ହଟାଅ’ କାହିଁକି ଏପରି କହିଲେ ମୁଖ୍ୟମନ୍ତ୍ରୀ

Nov-18-2025 06:40 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ଦୁର୍ନୀତି ହଟାଅ ଓ ‘ଗାଦିମଡ଼ା ବାବୁଙ୍କୁ ହଟାଅ’ କାହିଁକି ଏପରି କହିଲେ ମୁଖ୍ୟମନ୍ତ୍ରୀ

by M M
Nov-18-2025 06:40 PM IST
in Uncategorized
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର,: ଓଡ଼ିଶାରେ ମୋହନଙ୍କ ସରକାର ଚାଲିଛି । ଦେଢ଼ ବର୍ଷ ହେଲା ସରକାରରେ ଏବେ ବି କିଛି ଅଧିକାରୀ ପୁରୁଣା ଢ଼ାଞ୍ଚାରେ କାମ କରୁଛନ୍ତି । ମୋହନଙ୍କ ନୂତନ ପ୍ରଶାସନିକ ଯୁଗର ଆରମ୍ଭ ହୋଇଥିଲେ ମଧ୍ୟ ସେଭଳି କିଛି ବଦଳିନାହିଁ। ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍‌ରେ ଆଜି ଜିଲ୍ଲାପାଳ ଓ ଏସ୍‌ପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ଅନେକ ପରାମର୍ଶ ଦେଇଛନ୍ତି ।  ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଏସ୍‌ପିମାନଙ୍କୁ ସେ କହିଛନ୍ତି ଯେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବା ଆମ ସମସ୍ତଙ୍କ ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିବା ପାଇଁ ସେ ପ୍ରଶାସନିକ ଅଧିକାରୀଙ୍କୁ ସେ କିଛି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ୨୦୨୭ ସୁଦ୍ଧା ପାଣି, ରାସ୍ତା ଓ ବିଦ୍ୟୁତ ସଂଯୋଗ ଭଳି ମୌଳିକ ସୁବିଧାକୁ ପ୍ରତ୍ୟେକ ନାଗରିକଙ୍କ ପାଖରେ ପହଞ୍ଚାଇବା ପାଇଁ ସେ ସମୟସୀମା ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ୯ଟି ଟାସ୍କ ପ୍ରଦାନ କରି ପ୍ରଶାସନିକ ଅଧିକାରୀମାନଙ୍କୁ ନିଜ କାର୍ଯ୍ୟଧାରା ପରିବର୍ତ୍ତନ କରିବାକୁ ସିଧାସଳଖ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି  ଦୁର୍ନୀତି ହଟାଇବାକୁ ପ୍ରାଥମିକତା ଅଧିକାରୀମାନେ ଦେବା ଉଚିତ । ଅଧିକାରୀମାନେ ସଚ୍ଚୋଟତା ଓ ସାଧୁତା ରଖିବାକୁ ଉଚିତ ।  ମୁଖ୍ୟମନ୍ତ୍ରୀ ଚେତାବନୀ ଦେଇ କହିଛନ୍ତି, ଦୁର୍ନୀତି ଯୋଗୁଁ ସରକାର ବଦନାମ ହେଲେ ତାହା ବରଦାସ୍ତ କରାଯିବ ନାହିଁ। ଜିଲ୍ଲାପାଳ ଏବଂ ଏସପିମାନେ ଅଧିକ ଫିଲ୍ଡ ଭିଜିଟ୍ କରନ୍ତୁ। କେବଳ ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମ୍‌ରେ ନ ବସି ଲୋକଙ୍କ ପାଖକୁ ଯାଇ ତୃଣମୂଳ ସ୍ତରରେ କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବର୍ତ୍ତମାନ ସମୟରେ ଶାସନ ପ୍ରଶାସନରେ ଆଧୁନିକ ଟେକ୍ନୋଲୋଜିର ବ୍ୟବହାର କରି ସମସ୍ୟାର ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।  ରିୟଲ୍ ଟାଇମ୍ ଡାଟା ବ୍ୟବହାର କରି ତୁରନ୍ତ ସମସ୍ୟାର ସମାଧାନ କରିବାକୁ କହିଛନ୍ତି ।  ଜିଲ୍ଲା ସ୍ତରରେ ଲୋକଙ୍କ ଅଭିଯୋଗ ଶୁଣାଣିକୁ ପ୍ରାଧାନ୍ୟ ଦିଆଯାଉ।

ପ୍ରଶାସନିକ ସ୍ତରରେ ଓଡିଆ ଭାଷାର ବହୁଳ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସରକାରୀ ନୋଟିସ୍ ଓ ବିଜ୍ଞାପନ ଓଡିଆ ଭାଷାରେ ପ୍ରକାଶ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।  ସରକାରୀ କାମର ସଫଳତାକୁ ସୋସିଆଲ୍ ମିଡିଆ ଜରିଆରେ ଲୋକଙ୍କ ପାଖରେ ପହଞ୍ଚାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।  ରାଜ୍ୟସ୍ତରରେ  ଏବଂ ଜିଲ୍ଲା ସ୍ତରରେ ଚାଲିଥିବା ଆଉଟ୍‌ସୋର୍ସିଂ ଅଭ୍ୟାସକୁ ସମୀକ୍ଷା କରି ଏହାକୁ କମ୍ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି  ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିମାନଙ୍କୁ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।  ମୁଖ୍ୟମନ୍ତ୍ରୀ କଡ଼ା ଭାଷାରେ ‘ଗାଦିମଡ଼ା ବାବୁ’ଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବାକୁ କହିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀଙ୍କ ଏହି ନୂତନ କାର୍ଯ୍ୟସୂଚୀ ଓଡ଼ିଶାର ପ୍ରଶାସନିକ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି। ବର୍ଷ ବର୍ଷ ଧରି ଲୋକମାନେ ଥାନାରେ ହେଉ କି ବ୍ଲକ୍, ଜିଲ୍ଳା କାର୍ଯ୍ୟାଳୟରେ ଲାଂଚ ଚାଲିଥିବା ଅଭିଯୋଗ କରିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 9:00 PM
 

SSE
Clear sky
18°C
1.5 m/s
Apparent: 19°C
Pressure: 1014 mb
Humidity: 97%
Winds: 1.5 m/s SSE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom