• Latest
  • Trending

ଧର୍ମେନ୍ଦ୍ରଙ୍କ ପରଲୋକ: ବଲିଉଡର ‘ହି-ମ୍ୟାନ୍’ ୮୯ ବର୍ଷ ବୟସରେ ଛାଡି ଚାଲିଗଲେ

Nov-24-2025 04:32 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Saturday, December 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମନୋରଞ୍ଜନ

ଧର୍ମେନ୍ଦ୍ରଙ୍କ ପରଲୋକ: ବଲିଉଡର ‘ହି-ମ୍ୟାନ୍’ ୮୯ ବର୍ଷ ବୟସରେ ଛାଡି ଚାଲିଗଲେ

by M M
Nov-24-2025 04:32 PM IST
in ମନୋରଞ୍ଜନ
0
491
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ଚଳଚ୍ଚିତ୍ର ଜଗତର ଏକ ମହାନ କଳାକାର, ବଲିଉଡର  ‘ହି-ମ୍ୟାନ୍’ ଧର୍ମେନ୍ଦ୍ର ଦେଓଲ ଆଜି ୮୯ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି । ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟ କିଛି ଦିନ ହେଲା ଅବନତି ଘଟିଥିଲା ।  ୧୨ ନଭେମ୍ବରରେ ହସ୍ପିଟାଲ୍ରୁ ଡିସ୍ଚାର୍ଜ୍ ହୋଇଥିବାବେଳେ  ଆଜି ସକାଳେ ତାଙ୍କ ଜୁହୁ ଘରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ଧର୍ମେନ୍ଦ୍ର ୧୯୬୦ ଦଶକରୁ ୧୯୮୦ ଦଶକ ପର୍ଯ୍ୟନ୍ତ ଅନେକ ହିଟ ଫିଲ୍ମ ଦେଇଥିଲେ । ଶୋଲେ’, ‘ଧର୍ମବୀର’, ‘ରାମ ବଳରାମ’ ଭଳି ଅନେକ ହିଟ୍ ଚଳଚ୍ଚିତ୍ରରେ ତାଙ୍କ ଅଭିନୟ ଦର୍ଶକ ମନ ମୋହି ଥିଲା । ତାଙ୍କ ପୁଅ ସନ୍ନି ଦେଓଲ ଓ ବବି ଦେଓଲ ମଧ୍ୟ ବଲିଉଡର ସଫଳ କଳାକାର। ମୁମ୍ବାଇର ଭିଲେ ପାର୍ଲେ ଶ୍ମଶାନରେ ଆତ୍ମୀୟସ୍ଵଜନଙ୍କ ଗହଣରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ପତ୍ନୀ ହେମା ମାଲିନୀ ଓ କନ୍ୟା ଏଶା ଦେଓଲ ସମେତ ପରିବାରଜନମାନେ  ଶେଷଯାତ୍ରାରେ ସାମିଲ ହୋଇଥିଲେ ।

ଆମିତାଭ ବଚ୍ଚନ୍, ଆମିର୍ ଖାନ୍ ଭଳି ଅନେକ ସେଲିବ୍ରିଟିମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁ ସହିତ ଭାରତୀୟ ସିନେମାର ଏକ ଗୌରବମୟ ଅଧ୍ୟାୟ ଶେଷ ହୋଇଛି ବୋଲି କହିଛନ୍ତି । ତାଙ୍କ ବିୟୋଗରେ ସମଗ୍ର ଦେଶବାସୀ ଶୋକ ପ୍ରକାଶ କରୁଛନ୍ତି ।  ଦୀର୍ଘ ଦିନ ଧରି ଧର୍ମେନ୍ଦ୍ର ଅସୁସ୍ଥ ଥିଲେ। କିଛି ଦିନ ପୂର୍ବରୁ ଅସୁସ୍ଥତା କାରଣରୁ ଧର୍ମେନ୍ଦ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେତେବେଳେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଗୁଜବ ହୋଇଥିଲା। ପରେ ସେ ଜୀବତ ଥିବା ପରିବାର ଲୋକେ ସ୍ପଷ୍ଟ କରିଥିଲେ। ସ୍ଵାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଧର୍ମେନ୍ଦ୍ର ଡାକ୍ତରଖାନରୁ ଘରକୁ ଫେରିଥିଲେ। ତେବେ ମାତ୍ର କିଛି ଦିନ ପରେ ତାଙ୍କର ଦେହାନ୍ତ ଖବର ଆସିଛି।

୧୯୬୦ରେ ହିନ୍ଦୀ ସିନେମା ‘ଦିଲ ଭି ତେରା ହମ ଭି ତେରେ’ ଜରିଆରେ ବଲିଉଡକୁ ଏଣ୍ଟ୍ରି କରିଥିଲେ ଧର୍ମେନ୍ଦ୍ର। ୩୦୦ ଶହରୁ ଅଧିକ ସିନେମାରେ ନିଜ ଅଭିନୟରେ ଦର୍ଶକଙ୍କ ହୃଦୟ ଜିଣିଛନ୍ତି ଧର୍ମେନ୍ଦ୍ର।

୧୯୯୭ରେ ତାଙ୍କୁ ଫିଲ୍ମ ଫେୟାର ଲାଇଫ୍ ଟାଇମ୍ ଆଚିଭମେଣ୍ଟ ସମ୍ମାନ ମିଳିଥିବା ବେଳେ ୨୦୧୧ରେ ତାଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୦୧୨ ମସିହାରେ ଧର୍ମେନ୍ଦ୍ର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
December 13, 2025, 7:16 AM
 

NNW
Fog
14°C
0.8 m/s
Apparent: 17°C
Pressure: 1017 mb
Humidity: 98%
Winds: 0.8 m/s NNW
Windgusts: 4.7 m/s
UV-Index: 0.55
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom