• Latest
  • Trending

ନୂଆପଡ଼ାରେ ନବୀନ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ କରିବେ ପ୍ରଚାର

Nov-07-2025 01:41 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ନୂଆପଡ଼ାରେ ନବୀନ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ କରିବେ ପ୍ରଚାର

by M M
Nov-07-2025 01:41 PM IST
in Uncategorized
0
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନ ପାଇଁ ସମୟ ପାଖେଇ ଆସୁଥିବା ବେଳେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନୂଆପଡ଼ାରେ ପହଞ୍ଚିଛନ୍ତି । ସେ ସେଠାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ ।  ସ୍ନେହାଙ୍ଗିନୀଙ୍କ ପାଇଁ ନବୀନ ପଟ୍ଟନାୟକ ସାଧାରଣ ଜନତାଙ୍କୁ ଭୋଟ୍‌ ମାଗିବେ ।

ସେପଟେ ଦ୍ବିତୀୟଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶୁକ୍ରବାର ଦିନ ୧୧ଟାରେ ଶ୍ରୀ ପଟ୍ଟନାୟକ ଖରିଆର ରୋଡ୍‌ ଥାନା ନିକଟସ୍ଥ ପଡ଼ିଆରେ ପହଞ୍ଚି ସେଠାରୁ ଏକ ରୋଡ୍‌ ସୋ’ରେ ନୂଆପଡ଼ା ପର୍ଯ୍ୟନ୍ତ ଆସିବେ। ଏହି ଅବସରରେ ଖରିଆର ରୋଡ୍‌ର ଡାଗାସ ଛକ, ବିଜୁ ପଟ୍ଟନାୟକ ଛକ, ଲଖମନିଆ ଛକରେ ଉପସ୍ଥିତ ଜନତାଙ୍କୁ ଶ୍ରୀ ପଟ୍ଟନାୟକ ସମ୍ୱୋଧିତ କରିବେ ।

ରୋଡ୍‌ ସୋ’ରେ ନୂଆପଡ଼ାରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ଉଦ୍‌ବୋଧନ ଦେବେ। ଦିନ ୩ଟାରେ ନୂଆପଡ଼ାର ପାରକୋଡ଼ରେ ଏକ ବିଶାଳ ସାଧାରଣ ସଭାକୁ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 5:55 PM
 

NE
Mainly clear
23°C
0.9 m/s
Apparent: 19°C
Pressure: 1014 mb
Humidity: 97%
Winds: 0.9 m/s NE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom