• Latest
  • Trending

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

December 27, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Friday, August 1, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

by M M
December 27, 2024
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି ।  ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।  ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ।

ମନମୋହନ ସିଂହଙ୍କ ରାଜନୈତିକ ଯାତ୍ରା ୧୯୯୦ ଦଶକର ପ୍ରାରମ୍ଭରେ ଆରମ୍ଭ ହୋଇଥିଲା, ଯେତେବେଳେ ସେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସରକାରରେ ଅର୍ଥମନ୍ତ୍ରୀ ହୋଇଥିଲେ।

ଏହି ସମୟରେ ସେ ଭାରତୀୟ ଅର୍ଥନୀତିକୁ ଉଦାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଅନ୍ୟପ୍ରକାରେ କହିଲେ ଭାରତରେ ଥିବା ଲାଇସେନ୍ସରାଜକୁ ଲୋପ କରି ଅର୍ଥନୀତିକୁ ଖୋଲିବାରେ ତାଙ୍କର ମୁଖ୍ୟ ଭୂମିକା ଥିଲା । ୧୯୯୧ ମସିହାରେ ଦେଶ ସମ୍ମୁଖୀନ ହୋଇଥିବା ଗମ୍ଭୀର ଅର୍ଥନୈତିକ ସଙ୍କଟକୁ ଦୂର କରିବାର କ୍ରେଡିଟ ତାଙ୍କୁ ଦିଆଯାଏ ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 1, 2025, 9:36 am
 

WNW
Overcast
34°C
2.6 m/s
Apparent: 35°C
Pressure: 1002 mb
Humidity: 93%
Winds: 2.6 m/s WNW
Windgusts: 7.7 m/s
UV-Index: 0
Precip.: 2.5mm /48% / Rain
Sunrise: 5:21 am
Sunset: 6:24 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom