• Latest
  • Trending
ବନ୍ଦ ହେଲା ‘ନୂଆ-ଓ’

ବନ୍ଦ ହେଲା ‘ନୂଆ-ଓ’

August 31, 2024
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

June 19, 2025
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

June 19, 2025
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

June 19, 2025
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

June 18, 2025
  • About
  • Careers
  • Contact Us
Thursday, June 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବନ୍ଦ ହେଲା ‘ନୂଆ-ଓ’

by M M
August 31, 2024
in ବଡ଼ ଖବର, ବିଶେଷ, ରାଜ୍ୟ, ସର୍ବଶେଷ ଖବର
0
491
SHARES
1.4k
VIEWS
Share on FacebookShare on Twitter

ବନ୍ଦ ହେଲା ‘ନୂଆ-ଓ’ ଯୋଜନା । ନୂଆ ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ଚରଣ ମାଝୀ ସରକାର। ନୂଆ ସରକାରରେ ୟୁଜି ଓ ପିଜି ପିଲାଙ୍କୁ ଆର୍ଥିକ ସହାୟତା ଦେବାକୁ ଆରମ୍ଭ ହେବ ନୂଆ ଯୋଜନା। ନାଁ ଫାଇନାନସିଆଲ୍‌ ଆସିଷ୍ଟାଟନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ। ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଚଳିତ ବର୍ଷଠାରୁ ଏହି ଯୋଜନା ପ୍ରଣୟନ ହେବ। ଏଥିପାଇଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ତେବେ ଏହାକୁ ନେଇ ଏବେ ଛାତ୍ରଛାତ୍ରୀମାନେ ସୋସିଆଲ ମିଡିଆରେ ପ୍ରଶ୍ନ ଉଠାଇଛନ୍ତି : କଣ ଉତ୍ତର ଦେବେ ସରକାର ? ଆସନ୍ତୁ ଦେଖିବା ରିପୋର୍ଟ ।

Tags: bjdbjpcongressnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

Weather

Bhubaneswar
June 26, 2025, 3:57 pm
 

S
Overcast
28°C
2 m/s
Apparent: 33°C
Pressure: 999 mb
Humidity: 95%
Winds: 2 m/s S
Windgusts: 6.1 m/s
UV-Index: 0
Precip.: 10.2mm /73% / Rain
Sunrise: 5:08 am
Sunset: 6:29 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom