• Latest
  • Trending
ବାର ବର୍ଷର ତପସ୍ୟା ନଷ୍ଟ ହେଲା : ନବୀନ

ବାର ବର୍ଷର ତପସ୍ୟା ନଷ୍ଟ ହେଲା : ନବୀନ

Nov-07-2024 07:19 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାର ବର୍ଷର ତପସ୍ୟା ନଷ୍ଟ ହେଲା : ନବୀନ

by M M
Nov-07-2024 07:19 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ବାର ବର୍ଷର ତପସ୍ୟା ନଷ୍ଟ ହେଲା : ନବୀନ
491
SHARES
1.4k
VIEWS
Share on FacebookShare on Twitter

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି ।  ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ । ଆଉ କହିଛନ୍ତି, ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଇଛନ୍ତି । କିଛି ଦିନ ଧରି ଏହି ପ୍ରସଙ୍ଗକୁ ନେଇ ସରକାର ବିରୋଧୀଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଆରମ୍ଭ ହୋଇଛି । ଆଜି ଏଥିରେ ମତାମତ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ନବୀନ କହିଛନ୍ତି, ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ। ଆମ ସରକାର ଆରମ୍ଭ କରିଥିବା ବିକାଶ ମୂଳକ ଯୋଜନା ଲୋକଙ୍କୁ ବଞ୍ଚିବା ପାଇଁ ଶକ୍ତି ଦେଇଥିଲା। ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି। ସେମାନେ ବାଧ୍ୟ ହୋଇ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 4:55 AM
 
NNW
Mainly clear
17°C
0.9 m/s
Apparent: 22°C
Pressure: 1017 mb
Humidity: 87%
Winds: 0.9 m/s NNW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom