• Latest
  • Trending
ବିଜେଡି ସହିପାରୁନି କହିଲେ ମୁଖ୍ୟମନ୍ତ୍ରୀ

ବିଜେଡି ସହିପାରୁନି କହିଲେ ମୁଖ୍ୟମନ୍ତ୍ରୀ

Mar-08-2025 02:50 PM IST
odisha.newsroom.in

ଯୁଦ୍ଧର ନିଆଁ ଲିଭୁନି..ପୁଣି ଫେରିବ କି Lockdown ? ସରକାର କହିଲେ…

Mar-25-2026 05:30 PM IST
ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

Mar-25-2026 05:27 PM IST
5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

Mar-25-2026 05:24 PM IST
odisha.newsroom.in

ମରୁଭୂମିରେ ଭୟଙ୍କର ବନ୍ୟା…ଲୋକେ ଗାଡ଼ି ମୋଟର ଛାଡ଼ି ଦୌଡିଲେ…

Mar-25-2026 04:01 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
  • About
  • Careers
  • Contact Us
Thursday, March 26, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡି ସହିପାରୁନି କହିଲେ ମୁଖ୍ୟମନ୍ତ୍ରୀ

by newsroom
Mar-08-2025 02:50 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ବିଜେଡି ସହିପାରୁନି କହିଲେ ମୁଖ୍ୟମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରାଯିବା ପରେ ବିଜେଡି ଉପରେ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ସୁଭଦ୍ରା ଯୋଜନା ଦେଖି ବିଜେଡିର ଖାଦ୍ୟ ହଜମ ହେଉନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ ସରକାର କେବଳ ସ୍ଲୋଗାନରେ ଚାଲିଥିଲା। ୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା। ୯ ମାସର ଆମ ସରକାର କୋଟିଏ ମହିଳାଙ୍କ ପାଖରେ ପହଞ୍ଚିଛି। ଲକ୍ଷପତି ଦିଦି ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି। ସବୁଠୁ ବଡ଼ କଥା ହେଲା ନିନ୍ଦୁକମାନେ ଆମ ସଫଳତାକୁ ହଜମ କରିପାରୁ ନାହାନ୍ତି। ବିରୋଧୀଙ୍କୁ ଟିକେ ହଜମ କରିବା ଗୁଲି ଦେବା ଦରକାର ବୋଲି ବ୍ୟଙ୍ଗ କରି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପୂର୍ବ ସରକାର ଗରିବଙ୍କ ଦୁଃଖ ବୁଝି ପାରି ନ ଥିଲେ ଏଥିପାଇଁ ଆମ ସରକାର ମୁଖ୍ୟମନ୍ତ୍ରୀ କନ୍ୟା ରତ୍ନ ଯୋଜନା କରିଛନ୍ତି।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
March 26, 2026, 12:33 PM
 

S
Slight rain showers
32°C
1.2 m/s
Apparent: 31°C
Pressure: 1010 mb
Humidity: 95%
Winds: 1.2 m/s S
Windgusts: 5 m/s
UV-Index: 0
Precip.: 2.5mm /38% / Rain
Sunrise: 5:45 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom