• Latest
  • Trending
ବିଜେପି ସରକାର କେବଳ ନବୀନଙ୍କ ସମୟରେ ହୋଇଥିବା ପ୍ରକଳ୍ପର ରିବନ କାଟୁଛନ୍ତି: ବିଜେଡି

ବିଜେପି ସରକାର କେବଳ ନବୀନଙ୍କ ସମୟରେ ହୋଇଥିବା ପ୍ରକଳ୍ପର ରିବନ କାଟୁଛନ୍ତି: ବିଜେଡି

Sep-09-2024 05:48 PM IST
ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

Oct-31-2025 09:37 AM IST
ପୋୱାଇ ଷ୍ଟୁଡିଓରେ ପଣବନ୍ଦୀ କାଣ୍ଡ: ୧୭ ଶିଶୁଙ୍କ ସମେତ ସମସ୍ତ ବନ୍ଧକ ସୁରକ୍ଷିତ, ଅଭିଯୁକ୍ତ ରୋହିତ ଆର୍ଯ୍ୟ ମୃତ

ପୋୱାଇ ଷ୍ଟୁଡିଓରେ ପଣବନ୍ଦୀ କାଣ୍ଡ: ୧୭ ଶିଶୁଙ୍କ ସମେତ ସମସ୍ତ ବନ୍ଧକ ସୁରକ୍ଷିତ, ଅଭିଯୁକ୍ତ ରୋହିତ ଆର୍ଯ୍ୟ ମୃତ

Oct-31-2025 09:21 AM IST
ମହିଳା ବିଶ୍ୱକପ ଫାଇନାଲରେ ଭାରତ

ମହିଳା ବିଶ୍ୱକପ ଫାଇନାଲରେ ଭାରତ

Oct-31-2025 09:04 AM IST
ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

Oct-30-2025 04:24 PM IST
ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

Oct-30-2025 04:20 PM IST
ବଜ୍ରପାତ ସହ ବର୍ଷାର ସମ୍ଭାବନା

ବଜ୍ରପାତ ସହ ବର୍ଷାର ସମ୍ଭାବନା

Oct-30-2025 09:42 AM IST

ବୁସାନ୍‌ରେ ଭେଟିଲେ ଟ୍ରମ୍ପ ଓ ଜିନ୍‌ପିଙ୍ଗ୍, ହେବ କି ବାଣିଜ୍ୟ ଚୁକ୍ତି?

Oct-30-2025 09:32 AM IST
ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

Oct-30-2025 09:25 AM IST
ଆପଣଙ୍କ ରାଶିଫଳ କ’ଣ କହୁଛି

ଆପଣଙ୍କ ରାଶିଫଳ କ’ଣ କହୁଛି

Oct-30-2025 08:47 AM IST
ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

Oct-29-2025 06:09 PM IST
  • About
  • Careers
  • Contact Us
Friday, October 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେପି ସରକାର କେବଳ ନବୀନଙ୍କ ସମୟରେ ହୋଇଥିବା ପ୍ରକଳ୍ପର ରିବନ କାଟୁଛନ୍ତି: ବିଜେଡି

by M M
Sep-09-2024 05:48 PM IST
in ବଡ଼ ଖବର, ରାଜ୍ୟ
0
ବିଜେପି ସରକାର କେବଳ ନବୀନଙ୍କ ସମୟରେ ହୋଇଥିବା ପ୍ରକଳ୍ପର ରିବନ କାଟୁଛନ୍ତି: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

 

ଭୁବନେଶ୍ୱର: ବର୍ତ୍ତମାନର ବିଜେପି ସରକାର କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା ଅନେକ କାର୍ଯ୍ୟଗୁଡିକର ରିବନ କାଟି ଉଦଘାଟନ କରୁଛନ୍ତି ଓ ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି । ତେଣୁ ଏହି ସରକାରକୁ ରିବନ କଟା ସରକାର କହିଲେ ଭୁଲ ହେବ ନାହିଁ ବୋଲି ବିଜୁ ଜନତା ଦଳର ମୁଖପାତ୍ର ତଥା ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି । ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଶ୍ରୀଯୁକ୍ତ ମିଶ୍ର କହିଥିଲେ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରୁଥିବା ଦେଖିବାକୁ ମିଳୁଛି । ଖବର କାଗଜ ମାନଙ୍କରେ ଏହାକୁ ନେଇ ବଡ଼ ବଡ଼ ବିଜ୍ଞାପନ ଦିଆଯାଉଛି । ନିକଟରେ ମୁଖ୍ୟମନ୍ତ୍ରୀ ସେମି କଣ୍ଡକ୍ଟର ପ୍ରକଳ୍ପକୁ ଉଦଘାଟନ କରିଥିଲେ ।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟରେ ଓଡିଶାକୁ ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ନବୀନଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଯୋଗୁଁ ଓଡିଶା ଏକ ଆଇଟି ହବ ରାଜ୍ୟ ଭାବେ ପରିଚୟ ସୃଷ୍ଟି କରିଥିଲା । ଏହି କାରଣରୁ ବିଶ୍ୱର ପ୍ରତିଷ୍ଠିତ ଆଇଟି କମ୍ପାନୀମାନେ ଯଥା ଡେଲଏଟ, ଆଇବିଏମ, କଗନିଜାଣ୍ଟ, କେପଯେମିନି ଇତ୍ୟାଦି ଓଡ଼ିଶାରେ ସେମାନଙ୍କ କାର୍ଯ୍ୟାଳୟ ଖୋଲିଥିଲେ । ସେହି  ସେମି କଣ୍ଡକ୍ଟର ଶିଳ୍ପକୁ ଓଡ଼ିଶାରେ ପ୍ରତିଷ୍ଠିତ କରିବା ପାଇଁ, ନବୀନ ସରକାର ସ୍ୱତନ୍ତ୍ର ପ୍ରୋତ୍ସାହନ ବ୍ୟବସ୍ଥା କରିଥିଲେ । ଏହାଛଡା ଦେଶରେ ବ୍ୟବସାୟ ପ୍ରତିଷ୍ଠାନ ମାନଙ୍କୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ଲାଗି ଆକୃଷ୍ଟ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଇଥିଲେ, ଯାହାର ଫଳ ସ୍ୱରୂପ ଅନେକ ଶିଳ୍ପ ଅନୁଷ୍ଠାନ ଗଢ଼ି ଉଠିଥିଲା । ନବୀନଙ୍କ ସମୟରେ ଆରମ୍ଭ ହୋଇଥିବା ଅନେକ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ଥିଲା, ଯେଉଁ ଗୁଡିକୁ ଆଜି ରାଜ୍ୟ ବିଜେପି ସରକାର କେବଳ ରିବନ କାଟୁଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 31, 2025, 9:42 AM
 

SSW
Partly cloudy
29°C
2.3 m/s
Apparent: 32°C
Pressure: 1010 mb
Humidity: 96%
Winds: 2.3 m/s SSW
Windgusts: 6.8 m/s
UV-Index: 0
Precip.: 0mm /5% / Rain
Sunrise: 5:47 AM
Sunset: 5:12 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

October 31, 2025
ପୋୱାଇ ଷ୍ଟୁଡିଓରେ ପଣବନ୍ଦୀ କାଣ୍ଡ: ୧୭ ଶିଶୁଙ୍କ ସମେତ ସମସ୍ତ ବନ୍ଧକ ସୁରକ୍ଷିତ, ଅଭିଯୁକ୍ତ ରୋହିତ ଆର୍ଯ୍ୟ ମୃତ

ପୋୱାଇ ଷ୍ଟୁଡିଓରେ ପଣବନ୍ଦୀ କାଣ୍ଡ: ୧୭ ଶିଶୁଙ୍କ ସମେତ ସମସ୍ତ ବନ୍ଧକ ସୁରକ୍ଷିତ, ଅଭିଯୁକ୍ତ ରୋହିତ ଆର୍ଯ୍ୟ ମୃତ

October 31, 2025
ମହିଳା ବିଶ୍ୱକପ ଫାଇନାଲରେ ଭାରତ

ମହିଳା ବିଶ୍ୱକପ ଫାଇନାଲରେ ଭାରତ

October 31, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom